ଜେପି ନଡ୍ଡାଙ୍କୁ କରୋନା

ନୂଆଦିଲ୍ଲୀ: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ କରୋନା। ଜେପି ନଡ୍ଡାଙ୍କ ନିକଟରେ କରୋନା ଲକ୍ଷଣ ପ୍ରକାଶ ପାଇବା ପରେ ତାଙ୍କର କରୋନା ପରୀକ୍ଷା କରାଯାଇଥିଲା। ଆଜି ତାଙ୍କର ରିପୋର୍ଟ ପଜେଟିଭ୍ ଆସିଥିବା ସୂଚନା ମିଳିଛି। କରୋନା ପଜିଟିଭ୍ ହୋଇଥିବା ନେଇ ଜେପି ନଡ୍ଡା ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି।
कोरोना के शुरूआती लक्षण दिखने पर मैंने टेस्ट करवाया और रिपोर्ट पॉजिटिव आई है। मेरी तबीयत ठीक है, डॉक्टर्स की सलाह पर होम आइसोलेशन में सभी दिशा- निर्देशो का पालन कर रहा हूँ। मेरा अनुरोध है, जो भी लोग गत कुछ दिनों में संपर्क में आयें हैं, कृपया स्वयं को आइसोलेट कर अपनी जाँच करवाएं।
— Jagat Prakash Nadda (@JPNadda) December 13, 2020