ଭିଜିଲାନ୍ସ ଜାଲରେ ଶିକ୍ଷକ

ପାରଳାଖେମୁଣ୍ଡି: ଭିଜିଲାନ୍ସ ଜାଲରେ ଶିକ୍ଷକ। ପାରଳାଖେମୁଣ୍ଡିର ଜଣେ ସରକାରୀ ସ୍କୁଲ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଡ଼ଉ କରିଛି। ପାରଳାଖେମୁଣ୍ଡି ଥାନା ଏରତେଲାସାହି ସ୍ଥିତ ଶିକ୍ଷକ ଦୁଷ୍ମନ୍ତ ନାୟକଙ୍କ ଘରେଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଥିବା ଜଣାପଡିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶିକ୍ଷକଙ୍କ ଘର ସମେତ ୧୨ଟି ସ୍ଥାନରେ ରେଡ୍ ଜାରି ରଖିଛି ଭିଜିଲାନ୍ସ ଟିମ୍।