Odisha Link
Bridging the Missing Links in Odisha

ସହିଦଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ୧୯୭୧ ଯୁଦ୍ଧର ସହିଦଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଶ୍ରଦ୍ଧାଞ୍ଜଳି। ଦିଲ୍ଲୀ ଜାତୀୟ ଯୁଦ୍ଧ ସ୍ମାରକୀରେ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ୧୯୭୧ ମସିହା ପାକିସ୍ତାନ ବିପକ୍ଷ ଯୁଦ୍ଧକୁ ୫୦ ବର୍ଷ ପୂର୍ତ୍ତି ଅବସରରେ ସ୍ବର୍ଣ୍ଣିମ ବିଜୟ ମଶାଲ ଯାତ୍ରା ଶୁଭାରମ୍ଭ ହୋଇଛି । ବିଜୟ ମଶାଲ ଜଳାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

Comments are closed.