Odisha Link
Bridging the Missing Links in Odisha

ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

କୋରାପୁଟ: ଦୁଇଟି ଟ୍ରକ୍ ମୁହଁମୁହିଁ ଧକ୍କା ହୋଇଛି। ଫଳରେ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର। ପଟ୍ଟାଙ୍ଗୀ ନିକଟସ୍ଥ ସିପାଇପୁଟଠାରେ ଦୁର୍ଘଟଣା ଘଟିଛି।

ପ୍ରକାଶ ଯେ, ୨୬ ନଂ ଜାତୀୟ ରାଜପଥ ପଟ୍ଟାଙ୍ଗୀ ନିକଟସ୍ଥ ସିପାଇପୁଟଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.