Odisha Link
Bridging the Missing Links in Odisha
Daily Archives

December 20, 2020

କରୋନା: ରାଜ୍ୟରେ ଆଖି ବୁଜିଲେ ୪…

ଭୁବନେଶ୍ବର: ଦୀର୍ଘ ନଅ ଦିନ ପରେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ୩୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ଶୀତରେ ଥରୁଛି ସାରା ଓଡ଼ିଶା, ୧୧ ଡିଗ୍ରୀ…

ଭୁବନେଶ୍ବର: କିଛିଦିନ ହେବ ରାଜ୍ୟରେ ଶୀତ ଲହରୀ ବୃଦ୍ଧି ପାଇବାରେ ଲାଗିଛି। ଯାହାଫଳରେ ଶୀତରେ ଥରୁଛି ସାରା ଓଡ଼ିଶା। ରାଜ୍ୟରେ ଅଧିକ ସ୍ଥାନରେ ପ୍ରବଳରୁ ଅଧିକ ପ୍ରବଳ ଶୀତର ପ୍ରଭାବ ଜାରି ରହିଛି। ରାଜ୍ୟରେ ୧୧ ଡିଗ୍ରୀ ତଳେ ୧୧ ସହର ତାପାମତ୍ରା ରେକର୍ଡ଼ କରାଯାଇଛି। ୫.୫ ଡିଗ୍ରୀ ସହ ଫୁଲବାଣୀ ରାଜ୍ୟର…

କରୋନା: ରାଜ୍ୟରେ ଚିହ୍ନଟ ହେଲେ ୩୭୨…

ଭୁବନେଶ୍ବର: ଦୀର୍ଘ ନଅ ମାସ ପରେ ରାଜ୍ୟ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୭୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୪ ଜଣ…

କେନ୍ଦ୍ରାପଡ଼ା ଗସ୍ତରେ ୫ଟି ସଚିବ ଭି.କେ…

କେନ୍ଦ୍ରାପଡା: ଆଜି ସକାଳୁ ଅଚାନକ କେନ୍ଦ୍ରାପଡ଼ା ଗସ୍ତ କରିଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ। ମହାକାଳପଡା ବ୍ଲକ ଆଖଡାଶାଳୀରେ ପ୍ରସ୍ତାବିତ ନଦୀଭିତ୍ତିକ ବନ୍ଦର ଅଞ୍ଚଳ ବୁଲି ଦେଖିବା ସହିତ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ମହାକାଳପଡା ବିଧାୟକ ଅତନୁ ସବ୍ୟସାଚୀ…

ଗୋଆ ଅନ୍ତର୍ଜାତୀୟ ଚଳଚ୍ଚିତ୍ର…

ଭୁବନେଶ୍ୱର: ଭାରତ ସରକାରଙ୍କ ଦ୍ୱାରା ଆୟୋଜିତ ଗୋଆ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସଵର ପାନୋରମାରେ ଅନ୍ତର୍ଜାତିକ ନିର୍ମାତା ଓ ନିର୍ଦ୍ଦେଶକ ନୀଳ ମାଧବ ପଣ୍ଡାଙ୍କ ପ୍ରଥମ ଓଡ଼ିଆ ସିନେମା 'କାଲିର ଅତୀତ' ମନୋନୀତ ହୋଇଛି | କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ପ୍ରକାଶ ଜାଭଡେକର ଏହି ସୂଚନା…