Odisha Link
Bridging the Missing Links in Odisha

ଦେଶରେ ୧୯ ହଜାର ୫୫୬ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୧୯ ହଜାର ୫୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭୫ ହଜାର ୧୧୬କୁ ବୃଦ୍ଧି ପାଇଛି।

ଚିକିତ୍ସାଧୀନ ଅବସ୍ଥାରେ ୩୦୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। କରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୬ ହଜାର ୧୧୧ରେ ପହଞ୍ଚିଛି।୨,୯୨,୫୧୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୯୬,୩୬,୪୮୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.