Odisha Link
Bridging the Missing Links in Odisha

ଏଟିଏମ ଭାଙ୍ଗି ଟଙ୍କା ଲୁଟ

ବାଲେଶ୍ୱର: ବାଲେଶ୍ୱର ଜିଲା ଅନ୍ତର୍ଗତ ବସ୍ତା ଜାମଶୁଳି ଛକସ୍ଥିତ ଏଟିଏମରୁ ଦୁର୍ବୃତ୍ତମାନେ ଟଙ୍କା ଲୁଟ କରିଥିବା ନେଇ ଆଜି ଅଭିଯୋଗ ହୋଇଛି। ଜାମଶୁଳି ଛକସ୍ଥିତ ଟାଟା ଇଣ୍ଡିକ୍ୟାସ ଏଟିଏମ ଭାଙ୍ଗି ଦୁର୍ବୃତ୍ତମାନେ ଟଙ୍କା ଲୁଟ କରିଛନ୍ତି।

କେତେ ଟଙ୍କା ଲୁଟ ହୋଇଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.