Odisha Link
Bridging the Missing Links in Odisha

ଦେଶରେ କରୋନା: ୨୪ ହଜାର ୭୧୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟାରେ ଦେଶରେ ୨୪ ହଜାର ୭୧୨ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧ଲକ୍ଷ ୨୩ ହଜାର ୭୭୮କୁ ବୃଦ୍ଧି ପାଇଛି।

ଚିକିତ୍ସାଧୀନ ଅବସ୍ଥାରେ ୩୧୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୬ ହଜାର ୭୫୬ରେ ପହଞ୍ଚିଛି। ୨,୮୩,୮୪୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୯୬,୯୩,୧୭୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.