Odisha Link
Bridging the Missing Links in Odisha

ଭିଜିଲାନ୍ସ ଜାଲରେ ପିଇଓ

ସୋନପୁର: ଭିଜିଲାନ୍ସ ଜାଲରେ ପିଇଓ। ସୋନପୁର ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକ ଚେରୁପାଲି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ( PEO)ଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରିଛି ଭିଜିଲାନ୍ସ।

ସୋନପୁର ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକ ଚେରୁପାଲି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ( PEO) ଦୁର୍ଯୋଧନ ମେହେରଙ୍କ ଘରେ ଚାଲିଛି ଭିଜିଲାନ୍ସ ରେଡ। ଦୁର୍ଯୋଧନଙ୍କ ସୋନପୁର ଘର ଓ ଅଫିସ୍‌ରେ ରେଡ୍ ହେଉଛି। ଚଢ଼ାଉ ଜାରି ରହିଥିବାରୁ ଆୟ ବର୍ହିଭୂତ ସମ୍ପତ୍ତିର ପରିମାଣ ଜଣାପଡିନାହିଁ।

Comments are closed.