ମହାପ୍ରଭୁଙ୍କ ଦର୍ଶନ କଲେ ନୂଆ ମୁଖ୍ୟ…
ପୁରୀ: ବରିଷ୍ଠ ଆଇଏଏସ୍ ଅଫିସର ସୁରେଶ ମହାପାତ୍ର ମୁଖ୍ୟ ଶାସନ ସଚିବ ପଦକୁ ପଦୋନ୍ନତି ପରେ ଆଜି ପୁରୀ ଯାଇ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହିତ ଆଶୀର୍ବାଦ ଭିକ୍ଷା କରିଛନ୍ତି। ତାଙ୍କୁ ପୁରୀ ଜିଲ୍ଲା ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା। ଶ୍ରୀମନ୍ଦିର ପ୍ରଶାସନର ପ୍ରଥମ ମୁଖ୍ୟ…