Odisha Link
Bridging the Missing Links in Odisha
Daily Archives

December 25, 2020

ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ…

ନୂଆପଡ଼ା: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହୋଇଛନ୍ତି ନୂଆପଡ଼ା ଜିଲ୍ଲା ସଦର ବ୍ଳକ ଜେଞ୍ଜରା ଗ୍ରାମର ଚାଷୀ ନବୀନ ଠାକୁର। କୃଷକମାନଙ୍କ ସହ ଭିଡିଓ କନ୍ଫରେନ୍ସିଙ୍ଗରେ ଆଲୋଚନା କରିବା ବେଳେ ପ୍ରଧାନମନ୍ତ୍ରୀ ଓଡ଼ିଶାର କୃଷକ ନବୀନ ଠାକୁରଙ୍କ କଥା ହୋଇଥିଲେ। କଥା ପ୍ରସଙ୍ଗରେ ତାଙ୍କୁ କିଷାନ…

ଡି ବ୍ରଦର୍ସଙ୍କ ଘରୁ ପୁଣି ବନ୍ଧୁକ ଓ…

କଟକ: ଡି ବ୍ରଦର୍ସଙ୍କ ଘରୁ ପୁଣି ମିଳିଲା ବନ୍ଧୁକ ଓ ଗୁଳି। ଚଢ଼ାଉ ବେଳେ ୩ଟି ବନ୍ଧୁକ ଓ ୧୭୦ ରାଉଣ୍ଡ ଗୁଳି ମିଳିଛି। ଏନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ଡକ୍ଟର ସୁଧାଂଶୁ ଷଡଙ୍ଗୀ। ଡି ବ୍ରଦର୍ସଙ୍କୁ ୩ ଦିନିଆ ରିମାଣ୍ଡରେ ଆଣି ଘର ଯାଞ୍ଚ କରୁଛି ପୋଲିସ। ପୂର୍ବରୁ ଡି ବ୍ରଦର୍ସଙ୍କ ଘରୁ ୮ ଟି ବନ୍ଧୁକ ଓ…

ପୁଣି ଅସୁସ୍ଥ ହେଲେ ସମାଜସେବୀ ପଦ୍ମଶ୍ରୀ…

କଟକ: ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ ପୁଣି ଅସୁସ୍ଥ ହୋଇ ପଡ଼ିଛନ୍ତି। ଆଜି ତାଙ୍କୁ କଟକ ବଡ଼ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି।ପଦ୍ମଶ୍ରୀ ଡି. ପ୍ରକାଶ ରାଓ ଗତକାଲି ଅସୁସ୍ଥ ହୋଇ ପଡ଼ିଥିଲେ। ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ…

ଗିରଫ ହେଲେ କୋଟିପତି ନିର୍ବାହୀ ଯନ୍ତ୍ରୀ

ରାୟଗଡ଼ା: ପୁଣି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କୋଟିପତି ନିର୍ବାହୀ ଯନ୍ତ୍ରୀ। ରାୟଗଡା ଡିଭିଜନ-୨ର ଗୁଣୁପୁର ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ ହୋଇଥିବା ଜଣାପଡିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀ ଉଦ୍ଧବ ପାଢୀ ବନ୍ଧା ହୋଇଛନ୍ତି। ଗତକାଲି ତାଙ୍କ ଘର ଓ…

ଏସସିବି ମେଡ଼ିସିନ ବିଭାଗରେ ଅଗ୍ନିକାଣ୍ଡ

କଟକ: ଏସସିବି ମେଡ଼ିକାଲର ଟେଲି ମେଡିସିନ୍ ବିଭାଗରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ସର୍ଭର ସର୍ଟ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ବିଭାଗୀୟ ଅଗ୍ନିଶମ ବାହିନୀ ଦ୍ୱାରା ନିଆଁକୁ ଆୟତ୍ତ କରାଯାଇଛି। କିନ୍ତୁ ଏହି ଅଗ୍ନିକାଣ୍ଡରେ କେତେ ପରିମାଣର କ୍ଷୟକ୍ଷତି ହୋଇଛି ତାହା ଜଣା…

ଉତ୍ତର ଓଡ଼ିଶାରେ ମୃଦୁ ଭୂକମ୍ପର ଝଟକା

ବାଲେଶ୍ୱର: ଉତ୍ତର ଓଡ଼ିଶାରେ ଭୂକମ୍ପର ଝଟକା। ବାଲେଶ୍ୱର ସହର ଓ ଆଖପାଖ ଅଞ୍ଚଳରେ ପ୍ରଚଣ୍ଡ ଶବ୍ଦ ଶୁଣିବାକୁ ମିଳିଛି। ଏହାର ପ୍ରଭାବରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ପ୍ରଚଣ୍ଡ ଶବ୍ଦ ଓ ଭୂକମ୍ପର କାରଣ ଜଣାପଡ଼ି ନାହିଁ। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି। ଲୋକମାନେ ଘରୁ ବାହାରି…

ରାଜଧାନୀରେ ହେବ ୬୨ ତମ ବରିଷ୍ଠ ପୋଲିସ…

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବରିଷ୍ଠ ପୋଲିସ ଅଧିକାରୀ ସମ୍ମିଳନୀ। ୬୨ ତମ ବରିଷ୍ଠ ପୋଲିସ ପୋଲିସ ଅଧିକାରୀଙ୍କ ସମ୍ମିଳନୀ ଆୟୋଜିତ ହେବ। ଏହା ଡିସେମ୍ବର ୨୭ରୁ ଆରମ୍ଭ ହୋଇ ୩୦ ପର୍ଯ୍ୟନ୍ତ ଚାଲିବ। ୪ ଦିନ ଧରି ଚାଲିବ ବରିଷ୍ଠ ପୋଲିସ ଅଧିକାରୀଙ୍କ ସମ୍ମିଳନୀ। ତେବେ ଡିସେମ୍ବର ୨୭ରୁ…

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ୨ ଗିରଫ

ଭୁବନେଶ୍ବର: ଯଦୁପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ପୁଲିସ ଦୁଇଜଣଙ୍କୁ ଗିରଫ କରିଛି। ଗତକାଲି ଖବର ସଂଗ୍ରହ କରିବାକୁ ଯାଇଥିବା କିଛି ସାମ୍ବାଦିକଙ୍କ ଉପରେ ଏହି ଆକ୍ରମଣ ହୋଇଥିଲା। ଏହାର ପ୍ରତିବାଦରେ ରାସ୍ତା ରୋକ କରିଥିଲେ ଜନସାଧାରଣ। ପ୍ରକାଶ ଯେ, ଏକ ଘରୋଇ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି…

ବିଜେଡି ମିଡିଆ ଟିମ୍‌ ପୁର୍ନଗଠିତ

ଭୁବନେଶ୍ୱର: ଆଜି ବିଜେଡିର ଜାତୀୟ ମୁଖପାତ୍ର, ମୁଖପାତ୍ର ଓ ପାନେଲିଷ୍ଟ ତାଲିକା ପ୍ରକାଶ ପାଇଛି। ଗଣମାଧ୍ୟମ ବ୍ୟାପାରର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ଏସଂକ୍ରାନ୍ତରେ ସୂଚନା ଦେଇଛନ୍ତି। ୬ ଜଣଙ୍କୁ ଜାତୀୟ ମୁଖପାତ୍ର, ୧୪ ଜଣଙ୍କୁ ପ୍ୟାନେଲିଷ୍ଟ ଓ ୧୬ ଜଣଙ୍କୁ ମୁଖପାତ୍ର ଭାବେ ଦାୟିତ୍ୱ ଦିଆଯାଇଛି। ୬…

ହସ୍ପିଟାଲରେ ଭର୍ତ୍ତି ହେଲେ ସୁପରଷ୍ଟାର…

ଚେନ୍ନାଇ: ତାମିଲ ସୁପରଷ୍ଟାର ରଜନୀକାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଆଜି ହଠାତ୍ ତାଙ୍କ ରକ୍ତଚାପ ସାଂଘତିକ ଭାବେ ବଢ଼ିବା ଓ କମିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହାଇଦ୍ରାବାଦରେ ଥିବା ଆପୋଲୋ ହସ୍ପିଟାଲରେ ସ୍ୱତନ୍ତ୍ର ଟିମ୍‌ ତାଙ୍କର ଚିକିତ୍ସା କରୁଛନ୍ତି। ହସ୍ପିଟାଲ ପକ୍ଷରୁ…