Odisha Link
Bridging the Missing Links in Odisha

ସରକାରୀ ସ୍କୁଲ୍‌ରେ ପଢିଲେ ଡାକ୍ତରୀ ଇଂଜିନିୟରିଂ ପଢାରେ ମିଳିବ ସଂରକ୍ଷଣ

ଭୁବନେଶ୍ବର : ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଛି। ଏହି ବୈଠକରେ ୧୨ ଟି ପ୍ରସ୍ତାଵକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି।

ସରକାରୀ ସ୍କୁଲରେ ପାଠ ପଢିଲେ ଉଚ୍ଚ ଶିକ୍ଷା ପାଇଁ ସଂରକ୍ଷଣ ମିଳିବ ବୋଲି କ୍ୟାବିନେଟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବିଶେଷ କରି ଡାକ୍ତରୀ ଓ ଇଂଜିନୟରିଂ ପାଇଁ ସଂରକ୍ଷଣ ବ୍ୟବସ୍ଥା ରହିଛି। ଏହି ବୈଠକ ମୁଖ୍ୟଶାସନ ସଚିବ ଅସିତ ତ୍ରିପାଠୀଙ୍କ ଶେଷ କ୍ୟାବିନେଟ ବୈଠକ।

Comments are closed.