Odisha Link
Bridging the Missing Links in Odisha

ରାଜ୍ୟରେ ଆଉ ୩୨୪ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଆଉ ୩୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହିତ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୨୪ ହଜାର ୩୯୨କୁ ବୃଦ୍ଧି ପାଇଛି ।ଏହା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Comments are closed.