Odisha Link
Bridging the Missing Links in Odisha

ନେତା ଓ ଅଫିସର ସମ୍ପତ୍ତି ତାଲିକା ଦେବା ବାଧ୍ୟତାମୂଳକ

ଭୁବନେଶ୍ୱର: ନିର୍ବାଚିତ ଲୋକ ପ୍ରତିନିଧି ଓ ସରକାରୀ କର୍ମଚାରୀ ସମ୍ପତ୍ତି ତାଲିକା ଦେବେ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ଏଣିକି ଉଭୟ ବର୍ଗଙ୍କ ପାଇଁ ବାର୍ଷିକ ସମ୍ପତ୍ତି ତାଲିକା ବାଧ୍ୟତାମୂଳକ। ସରପଞ୍ଚଙ୍କ ଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ପର୍ଯ୍ୟନ୍ତ, ସମସ୍ତେ ସମ୍ପତ୍ତି ତାଲିକା ଦେବାକୁ ବାଧ୍ୟ । ସମ୍ପତ୍ତି ତାଲିକା ଲୋକେ ଦେଖିବାକୁ ପବ୍ଲିକ ଡୋମେନରେ ରଖାଯିବ।

Comments are closed.