Odisha Link
Bridging the Missing Links in Odisha

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟ ବୈଠକ। ସନ୍ଧ୍ୟା ୫ଟା ୩୦ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ୧୨ରୁ ଅଧିକ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିପାରେ।

ତୃତୀୟ ଥର ପାଇଁ ରାଜ୍ୟ କୃଷି ପ୍ରାଣୀଧନ ବିପଣନ ଅଧ୍ୟାଦେଶକୁ ମିଳିପାରେ କ୍ୟାବିନେଟ ମଞ୍ଜୁରୀ। ଓଏଏସ କ୍ୟାଡର୍‌ ପୁନର୍ଗଠନ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିବା ସମ୍ଭାବନା ଅଛି।

Comments are closed.