Odisha Link
Bridging the Missing Links in Odisha
Daily Archives

January 1, 2021

ସର୍ବସାଧାରଣଙ୍କ ଲାଗି ୩ରୁ ଖୋଲିବ…

ପୁରୀ: ଆସନ୍ତା ୩ ତାରିଖରୁ ସର୍ବସାଧାରଣଙ୍କ ଲାଗି ଖୋଲିବ ପୁରୀ ଶ୍ରୀମନ୍ଦିର। ଦିନକୁ ୧୫ରୁ ୧୭ ହଜାର ଭକ୍ତ ଶ୍ରୀଜୀଉଁଙ୍କୁ ଦର୍ଶନ କରି ପାରିବେ। ଏହା ପୂର୍ବରୁ ୫ ହଜାର ଭକ୍ତ ଜଗନ୍ନାଥଙ୍କୁ ଦର୍ଶନ କରିବାକୁ ଅନୁମତି ରହିଥିଲା। ପୁଣି ଏହି ନିୟମରେ ପରିବର୍ତ୍ତନ କରାଯାଇଛି। କୋଭିଡ୍ କଟକଣା ଭିତରେ ପୁରୀ…

୫୧୦ କୋଟି ଟଙ୍କାର ଜିଏସ୍‌ଟି ଠକ ଗିରଫ

କଟକ: ଖୋଲିଲା ଜିଏସଟି ଠକ ରାକେଟର ଗୁମର। କଟକରେ କୋଟି କୋଟି ଟଙ୍କାର ଜିଏସ୍‌ଟି ଠକେଇର ପର୍ଦ୍ଦାଫାଶ। ମିଳିଥିବା ସୂଚନା ମୁତାବକ, ୫୧୦ କୋଟି ଟଙ୍କାର ଜିଏସ୍‌ଟି ଠକେଇ କାରବାର ଚାଲିଥିଲା। ୨୨ଟି ଜାଲ ସଂସ୍ଥା ନାଁରେ ଚାଲିଥିଲା ଠକେଇ। ଏହି ଠକେଇ କାରବାରର ମାଷ୍ଟରମାଇଣ୍ଡ୍ ସନ୍ଦୀପ ମହାନ୍ତିକୁ…

ସମ୍‌ର ସଫଳ ଚିକିତ୍ସା: ମହିଳାଙ୍କ ପେଟରୁ…

ଭୁବନେଶ୍ବର: ମହିଳାଙ୍କ ପେଟରୁ ବାହାରିଲା ୧୦ କେଜିର ଟ୍ୟୁମର। ଜଣେ ୩୪ ବର୍ଷ ବୟସ୍କା ମହିଳାଙ୍କ ତଳି ପେଟରୁ ୧୦ କେଜିରୁ ଅଧିକ ଓଜନର ଟ୍ୟୁମର ବାହାର କରିବା ଭଳି ଜଟିଳ ଅସ୍ତ୍ରୋପଚାର କରିବାରେ ସଫଳ ହୋଇଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍…

ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳ ବଦଳ

ଭୁବନେଶ୍ୱର: ରାଜ୍ୟ ସରକାର ନୂଆବର୍ଷର ପ୍ରଥମ ଦିନରେ ବରିଷ୍ଠ ଆଇଏଏସ ସ୍ଥରରେ ଅଦଳବଦଳ କରିଛନ୍ତି। ବରିଷ୍ଠ ଆଇଏଏସ ଭିନିଲ କ୍ରିଷ୍ଣାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ଦାୟିତ୍ୱ ଦିଆଯାଇଛି। ସେହିପରି ପୁରୀ ଜିଲ୍ଲାପାଳ ବଲବନ୍ତ ସିଂଙ୍କୁ ଓଏମସି ଏମଡି ଭାବେ ନିଯୁକ୍ତ କରିଛନ୍ତି ସରକାର।…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ବର୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି। ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା ଲାଗି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି।…

ନୂଆ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ନେଲେ…

ଭୁବନେଶ୍ବର: ନୂଆ ବର୍ଷରେ ନୂଆ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ପ୍ରଦୀପ କୁମାର ଜେନା। ଆଗରୁ ସେ ଏସଆରସି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ଦାୟିତ୍ୱ ତୁଲାଇ ସାରିଛନ୍ତି। ବର୍ତମାନ ନୂଆବର୍ଷରେ ନୂଆ ଉନ୍ନୟନ କମିଶନର ଭାବେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ୧୯୮୯ ବ୍ୟାଚର ଆଇଏଏସ୍ ହେଉଛନ୍ତି…

ଲୋକାର୍ପିତ ହେଲା ଆଉ ୮୪ଟି ୧୦୮…

ଭୁବନେଶ୍ୱର: ରାଜ୍ୟରେ ସ୍ୱାସ୍ଥ୍ୟ ସେବାର ଉନ୍ନତି ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ୮୪ଟି ନୂଆ ତଥା ଅତିରିକ୍ତ ୧୦୮ ଆମ୍ବୁଲାନ୍ସକୁ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଜି ଛକସ୍ଥିତ ପରିବହନ ଭବନ ପରିସରରୁ ଏହାର ଉଦଘାଟନ କରାଯାଇଛି ।…

ରାଜ୍ୟବାସୀଙ୍କୁ ନବବର୍ଷର ଶୁଭେଚ୍ଛା…

ଭୁବନେଶ୍ୱର: ନବବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏନେଇ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇବା ସହ ସମସ୍ତଙ୍କ ସୁଖ ସମୃଦ୍ଧି କାମନା କରିଛନ୍ତି ନବୀନ। ଏହା ସହିତ ଏକ ଭିଡିଓ ବାର୍ତ୍ତା ମଧ୍ୟ ପୋଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆ ବର୍ଷ ଅବସରରେ ଅଭିନନ୍ଦନ…

ଆଜିଠୁ ଡବଲ୍ ହେଲମେଟ୍ ଚେକିଂ

ଭୁବନେଶ୍ବର: ଆଜିଠୁ ଗାଡ଼ି ଚାଳକଙ୍କୁ ଆଉ ମିଳିବନି ତ୍ରାହି। ଆଜି ଠାରୁ ହେଲମେଟ ଚେକିଂ ଜୋରଦାର। ଗାଡ଼ିରେ ଚାଳକଙ୍କ ସହିତ କେହି ବସିକି ଯିବାକୁ ହେଲେ ଦୁଇଜଣଙ୍କୁ ପିନ୍ଧିବାକୁ ପଡିବ ହେଲମେଟ୍। ବାଇକ ଚଳାଉଥିବା ଓ ବସିଥିବା ଲୋକ ଉଭୟ ହେଲମେଟ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ନଚେତ୍ ସେମାନଙ୍କୁ ଫାଇନ…

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ…

ଭୁବନେଶ୍ୱର: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ ସୁରେଶ ଚନ୍ଦ୍ର ମହାପାତ୍ର। ୨୦୨୨ ଫେବ୍ରୁଆରୀ ୨୮ ତାରିଖ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ। ୧୯୮୬ ବ୍ୟାଚର ଆଇଏଏସ ଅଫିସର ହେଉଛନ୍ତି ସୁରେଶ। ପ୍ରଶାସନିକ ସ୍ତରରେ ଜଣେ ଅତି ଶାନ୍ତ କିନ୍ତୁ ପ୍ରଭାବୀ ଅଫିସର ଭାବେ ଜଣାଶୁଣା ସୁରେଶ ମହାପାତ୍ର…