Odisha Link
Bridging the Missing Links in Odisha
Daily Archives

January 3, 2021

କରୋନା: ରାଜ୍ୟରେ ୩ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ଦୀର୍ଘ ନଅ ମାସ ପରେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ୧୯୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

କରୋନା: ରାଜ୍ୟରେ ଚିହ୍ନଟ ହେଲେ ୧୯୨…

ଭୁବନେଶ୍ବର: ଦୀର୍ଘ ନଅ ମାସ ପରେ ରାଜ୍ୟରେ କମୁଛି କରୋନା ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧୯୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୩୦୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା…

ବିଜେପି ନେତାଙ୍କୁ ହତ୍ୟା ଘଟଣା: ନିନ୍ଦା…

ଭୁବନେଶ୍ୱର: ସାଲେପୁର ବିଜେପି ପ୍ରଭାରୀ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ଦୁର୍ବୃତ୍ତମାନେ ଅତ୍ୟନ୍ତ ନିର୍ମମ ଭାବେ ହତ୍ୟା କରିଛନ୍ତି । ଏଥିରେ ମନ୍ତ୍ରୀଙ୍କର ହାତ ରହିଛି ବୋଲି କୁଳମଣିଙ୍କ ପୁଅ ଅଭିଯୋଗ ଆଣିଛନ୍ତି। ତେବେ ଏନେଇ ପ୍ରତିକ୍ରିୟା ବ୍ୟକ୍ତ କରିଛନ୍ତି ଆଇନ ମନ୍ତ୍ରୀ…

କୋଭିସିଲ୍ଡ ଓ କୋଭାକ୍ସିନକୁ ଡିସିଜିଆଇ…

ନୂଆଦିଲ୍ଲୀ: କୋଭିଡ ଭ୍ୟାକ୍ସିନ କୋଭିସିଲ୍ଡ ଓ କୋଭାକ୍ସିନକୁ ଡିସିଜିଆଇ ଅନୁମତି ମିଳିଛି। କୋଭିସିଲ୍ଡ ଓ କୋଭାକ୍ସିନର ଜରୁରୀ ବ୍ୟବହାର ନେଇ ଅନୁମତି ଦିଆ ଯାଇଛି। ଏସଇସିର ଜରୁରୀ ବ୍ୟବହାର ନେଇ ସୁପାରିସକୁ ଅନୁମୋଦନ କରାଯାଇଛି। କୋଭିସିଲ୍ଡ ଓ କୋଭାକ୍ସିନ ଟିକାକରଣ ନେଇ ବିଧିବଦ୍ଧ ଭାବେ ଅନୁମତି ମିଳିଛି।…

ବ୍ରହ୍ମଗିରି ରେଞ୍ଜରେ ପକ୍ଷୀ ଗଣନା ଆରମ୍ଭ

ପୁରୀ: ଆଜିଠୁ ବ୍ରହ୍ମଗିରି ରେଞ୍ଜରେ ପକ୍ଷୀ ଗଣନା ଆରମ୍ଭ ହୋଇଛି। ସକାଳ ୬ଟାରୁ ବ୍ରହ୍ମଗିରି ରେଞ୍ଜରେ ପକ୍ଷୀ ଗଣନା ଆରମ୍ଭ ହୋଇଛି। ଏଥିଲାଗି ରେଞ୍ଜକୁ ୪ଟି ଜୋନରେ ଭାଗ କରାଯାଇଛି। ଏଥିରେ ସୁନାମୁହିଁରୁ ବରକୁଦି, ବ୍ରହ୍ମଗିରି ଢ଼ବା ଛକରୁ ଗୋଲରା, କାଠୁଆରେଡ଼ି ଛକରୁ ଖଜୁରିଆ, ଜଗନ୍ନାଥ ସଡ଼କରୁ ପଥରପଦ ଯାଏଁ…

ଖୋଲିଲା ଲିଙ୍ଗରାଜ ମନ୍ଦିର

ଭୁବନେଶ୍ବର: ଆଜି ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ମଧ୍ୟ ଆଜି ଭକ୍ତଙ୍କ ପାଇଁ ଖୋଲିଛି। ୩ରୁ ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରବାସୀ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିପାରିବେ। ଯଦି ଭୁବନେଶ୍ୱରରେ କେହି ଚାକିରୀ କରିଥିବେ ତେବେ ସେମାନେ ନିଜ ପରିଚୟ ପତ୍ର ଦେଖାଇ ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିପାରିବେ।…

ମାଟ୍ରିକ ପରୀକ୍ଷା: ପ୍ରତି ବିଷୟ ପାଇଁ ୮୦…

ଭୁବନେଶ୍ବର: ଜାନୁଆରୀ ୮ ତାରିଖରୁ ରାଜ୍ୟରେ ସ୍କୁଲ ଖୋଲିବ। ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲା ସ୍କୁଲ ଯିବେ। ପ୍ରତି ବଷିୟରେ ୮୦ ମାର୍କର ହେବ ମାଟ୍ରିକ ପରୀକ୍ଷା। ୫୦ ମାର୍କର ଓଏମଆର ଅବେଜକ୍ଟିଭ,୩୦ ମାର୍କର ସବଜେକ୍ଟିଭ ପ୍ରଶ୍ନ। କିନ୍ତୁ ରେଜଲ୍ଟ…

ଆଜିଠାରୁ ରାଜ୍ୟରେ ୨ଦିନ ଯାଏଁ ବଢ଼ିବ ଜାଡ଼

ଭୁବନେଶ୍ୱର: ଶୀତରେ ଥରୁଛି ସାରା ଓଡ଼ିଶା। ଆଜିଠାରୁ ୨ଦିନ ଯାଏଁ ବଢ଼ିବ ଜାଡ଼। ତେବେ ଦୁଇଦିନ ପରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ବଢିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଶୀତ ସହ ବିଭିନ୍ନ ଜିଲ୍ଲାରେ କୁହୁଡ଼ି ବି ଜାରି ରହିବ। ବିଶେଷକରି ଅନୁଗୁଳ, କଟକ, ଜଗତସିଂହପୁର, କନ୍ଧମାଳ,…

ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର

ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର। କେବଳ ସ୍ଥାନୀୟ ଭକ୍ତଙ୍କ ପାଇଁ ଖୋଲିବ ମାଆ ସମଲେଶ୍ୱରୀ ମନ୍ଦିର। ପ୍ରଥମେ ସଂବଲପୁରର ସ୍ଥାନୀୟ ଲୋକ ମାଆଙ୍କ ଦର୍ଶନର ସୁବିଧା ପାଇବେ। କୋଭିଡ କଟକଣା କାରଣରୁ ମନ୍ଦିର ଦର୍ଶନ ସମୟରେ କିଛିଟା ପରିବର୍ତନ କରିଛି ମନ୍ଦିର ଟ୍ରେଷ୍ଟ ବୋର୍ଡ। ଆଜି ସକାଳ…

ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ସର୍ବସାଧାରଣ…

ପୁରୀ: ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହେବ ସର୍ବସାଧାରଣ ଦର୍ଶନ। ମାର୍କେଟ୍ ଛକ ଠାରୁ ସ୍ବତନ୍ତ୍ର ବ୍ୟାରିକେଡ୍ ଯୋଗେ ସିଂହଦ୍ବାରକୁ ଆସିବା ପରେ ଭକ୍ତମାନଙ୍କ ଫଟୋ ଉଠାଯିବା ସହ ହାତ ସାନିଟାଇଜ୍ କରି ଶ୍ରୀମନ୍ଦିରରେ ପ୍ରବେଶ କରିବାର ବ୍ୟବସ୍ଥା ହୋଇଛି। ଏସ୍.ଓ.ପି ଅନୁସାରେ ଶ୍ରୀମନ୍ଦିର ଭିତରେ କୌଣସି…