Odisha Link
Bridging the Missing Links in Odisha
Daily Archives

January 4, 2021

ଗୁଳି ମାରି ୮ କିଲୋମିଟର ଯାଏ ଗୋଡ଼ାଇଲେ…

ବାଲେଶ୍ବର: ବାଇକ ଚାଳକଙ୍କୁ ଗୁଳିକରି ଲୁଟ ଉଦ୍ୟମ। ଲୁଟେରାଙ୍କ ଗୁଳି ଚାଲଣାରେ ଜଣେ ବାଇକ ଆରୋହିଙ୍କ ଗୁଳି ବାଜିଥିଲା। ଗୁଳିମାଡ଼ରେ ଗୁରୁତର ଦୁଇଜଣଙ୍କ ମଧ୍ୟରୁ ଜଣେ କେନ୍ଦ୍ରପଡ଼ା ଜିଲ୍ଲା ରାଜକନିକା ଅଞ୍ଚଳର ବୋଲି ଜଣାପଡ଼ିଥିବା ବେଳେ ଅନ୍ୟଜଣଙ୍କ ପରିଚୟ ମିଳିପାରିନାହିଁ। ‌ତେବେ ରାଜକିଶୋରଙ୍କ ଅବସ୍ଥା…

ଟିକାକରଣ କେନ୍ଦ୍ର ଚିହ୍ନଟ କରିବାକୁ…

ଭୁବନେଶ୍ବର : କୋଭିଡ ଟିକାଦାନ କେନ୍ଦ୍ରଗୁଡ଼ିକୁ ଚୂଡ଼ାନ୍ତ କରିବାକୁ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜିଲ୍ଲା ପ୍ରଶାସନ ଓ ନଗରନିଗମ ଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ସ୍ବାସ୍ଥ୍ୟ ସଚିବ ପି.କେ.ମହାପାତ୍ରଙ୍କ କହିଛନ୍ତି ଯେ ଟିକାଦାନ କେନ୍ଦ୍ରଗୁଡ଼ିକରେ ପ୍ରତୀକ୍ଷାଳୟ, ଟିକାଦାନ ଗୃହ ଓ…

ରାଜ୍ୟରେ ସୁସ୍ଥ ହେଲେ ୨୯୮ କରୋନା…

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବା ସହ ସୁସ୍ଥ ହାର ବଢ଼ିବାରେ ଲାଗିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୯୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩,୨୬,୫୦୭କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୋମବାର ଟ୍ଵିଟ୍…

ମୁଣ୍ଡରେ କଟୁରୀ ରଖି ଲକ୍ଷାଧିକ ଟଙ୍କା…

ବାଲିପାଟଣା: ରାଜ୍ୟରେ ଦିନକୁ ଦିନ ଲୁଟେରାଙ୍କ ଆତଙ୍କ ବଢ଼ିବାରେ ଲାଗିଛି। ଦିନ ଦିପହରରେ ଲୁଟେରା ଲୁଟୁଛନ୍ତି ଲକ୍ଷାଧିକ ଟଙ୍କା। ତେବେ ବାଲିପାଟଣା ଥାନା ସରାଟ ଗ୍ରାମ ରାସ୍ତାରେ ଏକ ଅଭାବନୀୟ ଘଟଣା ଘଟିଛି। ମୁଣ୍ଡରେ ମାରଣାସ୍ତ୍ର ଲଗାଇ ଟଙ୍କା ବ୍ୟାଗ ଲୁଟି ନେଇଛନ୍ତି ଦୁଇ ଜଣ ଲୁଟେରା । ୧ଲକ୍ଷ ୪୧ ହଜାର…

ପ୍ରବାସୀ ଓଡିଆଙ୍କୁ ସମସ୍ତ ପ୍ରକାର…

ସୁରତ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଗୁଜୁରାଟର ସୁରତ ଗସ୍ତ କରି ସେଠାରେ ‘ପ୍ରବାସୀ କେନ୍ଦ୍ର’ର ଉଦ୍‌ଘାଟନ କରିବା ସହ ଏହି କେନ୍ଦ୍ର ସହରରେ କାମ କରୁଥିବା ସବୁ ପ୍ରବାସୀ ଓଡିଆଙ୍କ ସମେତ ଲକ୍ଷାଧିକ ପ୍ରବାସୀଙ୍କୁ ସବୁ ପ୍ରକାରର ସହାୟତା ପ୍ରଦାନ କରିବା ସଙ୍ଗେସଙ୍ଗେ ସରକାରଙ୍କ ବିଭିନ୍ନ…

ଜାନୁଆରୀ ୮ରେ ପୁଣି କୃଷକଙ୍କ ସହ ଆଲୋଚନା…

ନୂଆଦିଲ୍ଲୀ : କୃଷି ଆଇନକୁ ବିରୋଦ୍ଧ କରି ଚାଲିଥିବା ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି ତେବେ ଆଜି । ତେବେ ସୋମବାର ଉଭୟ ପକ୍ଷ ମଧ୍ୟରେ ୮ମ ଥର ପାଇଁ ହୋଇଥିବା ଆଲୋଚନା ବିଫଳ ହୋଇଛି । ଜାନୁୟାରୀ ୮ତାରିଖରେ ପୁଣି ଥରେ ଆଲୋଚନା ହେବ ବୋଲି ସୂଚନା ମିଳିଛି । ସୂଚନା ଅନୁସାରେ ଦିଲ୍ଲୀର ବିଜ୍ଞାନ ଭବନରେ ସରକାର…

ଗୁଜୁରାଟର ହାଜରାରୁ ପାରାଦୀପକୁ ଜାହାଜରେ…

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଗୁଜୁରାଟର ହାଜରା ଠାରୁ ଇଣ୍ଡିଆନ ଅଏଲର ବୃହତ ଏମଇଜି(ମୋନୋ ଏଥିଲିନ ଗ୍ଲାଇକୋଲ) ପ୍ଲାଂଟ୍ ପାଇଁ ପାରାଦୀପ ପର୍ଯ୍ୟନ୍ତ ଜାହାଜ ଯୋଗେ ଗୁରୁତ୍ୱପୂର୍ଣ୍ଣ ଉପକରଣ ପଠାଇବାର ଫ୍ଲାଗ୍ ଅଫ୍ କରିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ଉପକରଣ ଗୁଡ଼ିକ ହେଉଛି…

ରିଲାଏନ୍ସ ଜିଓ ଇନ୍‌ଫୋକମ୍ ଲିମିଟେଡର…

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ (ଆରଆଇଏଲ) ପକ୍ଷରୁ ତାହାର ସହଯୋଗୀ କମ୍ପାନୀ ରିଲାଏନ୍ସ ଜିଓ ଇନ୍‌ଫୋକମ୍ ଲିମିଟେଡ (ଆରଜେଆଇଏଲ) ଜରିଆରେ ପଞ୍ଜାବ ଓ ହରିଆଣା ହାଇକୋର୍ଟରେ ଦାଏର କରାଯାଇଥିବା ଏକ ପିଟିସନ ମାଧ୍ୟମରେ ସରକାରୀ କତ୍ତୃପକ୍ଷଙ୍କ ତୁରନ୍ତ ହସ୍ତକ୍ଷେପ ଦ୍ୱାରା ଅସାମାଜିକ‌ଙ୍କ ଦ୍ୱାରା…

୧୮ ରେ ଖୋଲିବ ଘଟଗାଁର ମା’ ତାରିଣୀ…

ଭୁବନେଶ୍ବର : କରେନା ମହାମାରୀ କାରଣରୁ ସମସ୍ତ ଧର୍ମାନୁଷ୍ଠାନ ଗୁଡ଼ିକୁ ବନ୍ଧ କରାଯାଇଥିଲା। ପୁରୀର ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିର ଖୋଲିବା ପରେ ଖୋଲିବ ଘଟଗାଁର ମା’ ତାରିଣୀ ମନ୍ଦିର। ତେବେ ଜିଲ୍ଲାର ସବୁଠାରୁ ପ୍ରସିଦ୍ଧ ମନ୍ଦିର ଘଟଗାଁର ମା’ ତାରିଣୀ ମନ୍ଦିର ଆସନ୍ତା ୧୮ ତାରିଖରୁ ଖୋଲିବ ବୋଲି…

ଅଗ୍ନିକାଣ୍ଡରେ ଜଳିଗଲେ ପରିବାରର ୩ ସଦସ୍ୟ

ଭଦ୍ରକ: ନିଆଁରେ ପୋଡ଼ି ହୋଇ ଗୋଟିଏ ପରିବାରର ତିନି ସଦସ୍ୟ ଆହାତ। ଏହି ଅଭାବନୀୟ ଘଟଣାଟି ଭଦ୍ରକ ଜିଲ୍ଲା ତିହିଡି ଥାନା ଅନ୍ତର୍ଗତ ତଳଦପା ଗାଁରେ ଘଟିଛି । ଅଗ୍ନିକାଣ୍ଡରେ ପୋଡି ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ସ୍ୱାମୀ, ସ୍ତ୍ରୀ ଓ ୬ ବର୍ଷର ପୁଅ ରହିଛନ୍ତି । ସେମାନେ ହେଲେ ଖୁଲନା ମଲ୍ଲିକ, ତାଙ୍କ୬…