Odisha Link
Bridging the Missing Links in Odisha

ରାଜ୍ୟରେ ୧୮୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରନ୍ତଙ୍କ ସଂଖ୍ୟା ୨୦୦ ତଳକୁ କମିଛି। ଗତ ୨୪ ଘଣ୍ଟାରେ ୧୮୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ବାକି ୭୭ ଟି ଲୋକାଲ କେଶ ରହିଛି । ଏହା ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏଥିସହିତ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ ହଜାର ୩୪୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୨୬ ହଜାର ୨୦୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୮୫ ଜଣଙ୍କର ମୃତ୍ୟୁ ହୋଇଛି।

Comments are closed.