Odisha Link
Bridging the Missing Links in Odisha

ସ୍ତ୍ରୀର ମୁଣ୍ଡକୁ ପଥରରେ ଛେଚି ହତ୍ୟା କଲା ସ୍ୱାମୀ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ଉମରକୋଟ ଥାନା ପୂଜାରିଗୁଡ଼ାଭରଣୀ ଓ ଚିକଲପଦର ମୁଖ୍ୟରାସ୍ତାରେ ଏକ ଅଭାବନୀୟ ଘଟଣା ଘଟିଛି। ପରକିୟୀ ପ୍ରୀତି ସନ୍ଦେହରେ ନିଜ ସ୍ତ୍ରୀକୁ ହତ୍ୟା କରିଛି ସ୍ୱାମୀ।

ମୃତକ ଜଣକ ହେଲେ ଚୁମକି ମଣ୍ଡଳ। ସ୍ତ୍ରୀର ମୁଣ୍ଡକୁ ପଥରରେ ଛେଚି ହତ୍ୟା କରିଛି ସ୍ୱାମୀ । ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ସ୍ୱାମୀ ବିପ୍ଲବ ମଣ୍ଡଳ ଉମରକୋଟ ଥାନାରେ ଆତ୍ମସମର୍ପଣ କରିଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି ।

Comments are closed.