ମାହାଙ୍ଗା ଡବଲ ମର୍ଡ଼ର ମାମଲା, ୪…
ସାଲେପୁର: ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ହତ୍ୟା ମାମଲାରେ ୪ ଜଣଙ୍କୁ ଗିରଫ କରାଯାଇଛି। କଟକ ଗ୍ରାମାଞ୍ଚଳ ପୁଲିସ୍ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ଘଟଣାର ତଦନ୍ତ ଚାଲୁ ରହିଛି ବୋଲି ଗ୍ରାମାଞ୍ଚଳ ଏସ୍ପି…