Odisha Link
Bridging the Missing Links in Odisha

ଆଖି ବୁଜିଲେ ଆଉ ୨ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଆଖି ବୁଜିଲେ ଆଉ ୨ କରୋନା ଆକ୍ରାନ୍ତ। ଏହାକୁ ମିଶାଇ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୧୩୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିମଧ୍ୟରୁ ୨୧୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୭୨୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୯୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୭୧୧୧୨୧୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed.