ସକାଳ ୯ରୁ ଅପରାହ୍ନ ୫ ଯାଏଁ ଟିକାକରଣ
ଭୁବନେଶ୍ବର: ଆସନ୍ତା ୧୬ ତାରିଖରୁ ସାରା ଦେଶରେ ଆରମ୍ଭ ହେବ କରୋନା ଟିକାକରଣ। ରାଜ୍ୟରେ ମଧ୍ୟ ଟିକାକରଣ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପ୍ରଥମେ ରାଜ୍ୟର ସମ୍ମୁଖ ଯୋଦ୍ଧା ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ। ଟିକାକରଣ ପାଇଁ ଏସ୍ସିବି ଭେଷଜ ବିଭାଗ ମୁଖ୍ୟ ଡା. ଜୟନ୍ତ ପଣ୍ଡା ସୂଚନା ଦେଇ…