Odisha Link
Bridging the Missing Links in Odisha
Daily Archives

January 15, 2021

ଦୁର୍ବୃତ୍ତଙ୍କ ଖଣ୍ଡା ଆକ୍ରମଣରେ ୨…

ବଲାଙ୍ଗିର: ଆଜି ସନ୍ଧ୍ୟାରେ ବଲାଙ୍ଗିର ସହରର ହାତୀଶାଳପଡ଼ାରେ ଏକ ଅଘଟଣ ଘଟିଛି। ଦୁଇ ଜଣ ଯୁବକକୁ ଖଣ୍ଡା, ଟାଙ୍ଗିଆ, ଭୁଜାଲିରେ ମରଣାନ୍ତକ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ। ଏଥିରେ ନୀଳ କୁମ୍ଭାର ଓ ବିଶାଳ ଶର୍ମା ଗୁରୁତର ଆହତ ହୋଇଛନ୍ତି। ୨ ଗୁରୁତର ଯୁବକଙ୍କୁ ବଲାଙ୍ଗିର ମେଡିକାଲରେ ଭର୍ତ୍ତି କରାଯାଇଛି…

ମିଶନ ଶକ୍ତି ସଂଯୋଜକଙ୍କୁ ପିଟିଲେ ମହିଳା

ବାଲେଶ୍ବର: ‌ବସ୍ତା ବ୍ଲକରେ ସୁବିଧା କେନ୍ଦ୍ର ଚୟନରେ ଅନିୟମିତତା ହୋଇଥିବା ‌ଅଭିଯୋଗ କରି ଆଜି ସ୍ଥାନୀୟ ସ୍ବୟଂ ସହାୟକ ଗୋଷ୍ଠୀର କିଛି ମହିଳା ଆଇସିଡିଏସ୍‌ର ସଂଯୋଜକଙ୍କୁ ଘେରିବା ପରେ ରାସ୍ତାରେ ଗୋଡ଼ା‌ଇ ଗୋଡ଼ାଇ ଆକ୍ରମଣ କରିଥିବା ଦେଖିବାକୁ ମିଳିଛି। ବସ୍ତା ଥାନାରେ ଏନେଇ ଉଭୟ ମହିଳା‌ ଗୋଷ୍ଠୀ…

ଲଞ୍ଚ୍ ହେଲା ପ୍ରଥମ ‘ଓଡ଼ିଆ ଡିଜିଟାଲ…

ଭୁବନେଶ୍ବର: ଆଜିର ଅତ୍ୟାଧୁନିକ ତଥା ବ୍ୟସ୍ତବହୁଳ ଜୀବନ ଭିତରେ ସମସ୍ତଙ୍କ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି ଉତ୍ତମ ସ୍ୱାସ୍ଥ୍ୟ ରକ୍ଷା। ସୁସ୍ଥ ଜୀବନଯାପନ ସହିତ ବିଭିନ୍ନ ସମୟରେ ଦେଖାଦେଉଥିବା ସଂକ୍ରାମକ ରୋଗ ତଥା ଜୀବନଶୈଳୀରେ ପରିବର୍ତ୍ତନ ଯୋଗୁଁ ଦେଖାଦେଉଥିବା ବିଭିନ୍ନ ସମସ୍ୟା ବିଷୟରେ…

କାଲି ସାରାଦେଶର ହେବ ମେଗା ଟିକାକରଣ, ଦିନ…

ନୂଆଦିଲ୍ଲୀ: ଆସନ୍ତାକାଲି ଅର୍ଥାତ୍‌ ଶନିବାର ଦେଶରେ ବିଶ୍ୱର ସବୁଠୁ ବଡ଼ ଟିକାକରଣ ଆରମ୍ଭ ହେବାକୁ ଯାଉଛି। ମାନବ ସଭ୍ୟତା ପ୍ରତି ସଂକଟ ସୃଷ୍ଟି କରିଥିବା କରୋନା ମହାମାରୀ ବିରୋଧରେ ଭାରତର ଏହି ମହାଲଢ଼େଇ ଉପରେ ସାରା ବିଶ୍ୱର ନଜର ଅଟକି ରହିଛି। କାରଣ ଉଭୟ ଭୌଗଳିକ ଓ ଜନସଂଖ୍ୟା ଦୃଷ୍ଟିରୁ ବିଶାଳ ଭାରତରେ…

ଦେଶର ଏକ ନମ୍ୱର ମୁଖ୍ୟମନ୍ତ୍ରୀ ତାଲିକାରେ…

ଭୁବନେଶ୍ୱର: ପୁଣି ଆଗରେ ନବୀନ। ଦେଶର ସବୁଠୁ ଭଲ ଆଉ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହେଉଛନ୍ତି ନବୀନ ପଟ୍ଟନାୟକ। ସି-ଭୋଟର ଓ ଏବିପି ଦେଶ୍ କା ମୁଡ୍ ସର୍ଭରୁ ଏହା ଜଣାପଡ଼ିଛି। ଦେଶର ୩୧ ମୁଖ୍ୟମନ୍ତ୍ରୀଙ୍କୁ ନେଇ ହୋଇଥିବା ସର୍ଭେରେ ସମସ୍ତଙ୍କୁ ପଛରେ ପକାଇଛନ୍ତି ନବୀନ। ସବୁଠାରୁ ବଡ଼ କଥା ହେଉଛି ସବୁବେଳେ…

ଇସ୍ପାତ୍ ଶିଳ୍ପକୁ ରପ୍ତାନୀ କେନ୍ଦ୍ରିକ…

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାରତକୁ ୫ ଟ୍ରିଲିୟନ ଆମେରିକୀୟ ଡ଼ଲାର ଅର୍ଥନୀତିରେ ପରିଣତ କରିବାର ଲକ୍ଷ୍ୟକୁ ହାସଲ କରିବା ଦିଗରେ ଦେଶ ଭିତିଭୂମିର ବିକାଶ ଏକମାତ୍ର ଚାବିକାଠୀ। ଏକବିଂଶ ଶତାବ୍ଦୀରେ ଭାରତର ଅତ୍ୟାଧୁନିକ ଭିତିଭୂମି ନିର୍ମାଣ କରିବା ପାଇଁ ମୋଦି ସରକାର ଗୁରୁତ୍ୱ…

ହତ୍ୟାକାରୀ ବାପାକୁ ଆଜୀବନ କାରାଦଣ୍ଡ

ରାଉରକେଲା: ଆଜି ରାଉରକେଲାରେ ଏକ ପୁତ୍ର ହତ୍ୟାକାଣ୍ଡ ଘଟଣାର ରାୟ ପ୍ରକାଶ ପାଇଛି। ରାଉରକେଲା ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜ୍‌ ଦୀପକ କୁମାର ହତ୍ୟାକାରୀ ବାପା ହୁଣ୍ଡା ଓରାମକୁ ଆଜୀବନ କାରାଦଣ୍ଡ ସହ ୫ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି। ‌ଜରିମାନା ଅନାଦେୟ ଗୋଟିଏ ବର୍ଷ ଅଧିକ ଜେଲ ଦଣ୍ଡ…

ଟିକା କରଣର ଶୁଭାରମ୍ଭ ନିମନ୍ତେ ପ୍ରସ୍ତୁତ…

ଭୁବନେଶ୍ୱର: ବହୁ ପ୍ରତିକ୍ଷିତ କୋଭିଡ୍‌-୧୯ ଟିକାକରଣର ଶନିବାର ଶୁଭାରମ୍ଭ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ପ୍ରସ୍ତୁତି ପ୍ରକ୍ରିୟା ଶେଷ ହୋଇଛି ।ଟିକାକରଣ ନିମନ୍ତେ ରାଜଧାନୀରେ ୬ଟି ସ୍ୱାସ୍ଥ୍ୟ ପ୍ରତିଷ୍ଠାନକୁ…

ରାମ ମନ୍ଦିର ନିର୍ମାଣ ଅଭିଯାନରେ…

ଭୁବନେଶ୍ୱର: ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମ ଜନ୍ମଭୂମିରେ ଏକ ବିଶ୍ୱସ୍ତରୀୟ ଭବ୍ୟ ମନ୍ଦିର ନିର୍ମାଣ ପାଇଁ ଓଡ଼ିଶାର ଭକ୍ତ ମାନଙ୍କର ସହଯୋଗ ପ୍ରାପ୍ତି ନିମନ୍ତେ ଓଡ଼ିଶା ଶ୍ରୀରାମ ଜନ୍ମଭୂମି ମନ୍ଦିର ନିଧି ସମର୍ପଣ ସମିତି ପକ୍ଷରୁ ମକର ସଂକ୍ରାନ୍ତିର ପବିତ୍ର ଦିନରୁ ଆରମ୍ଭ ହୋଇଥିବା ଅଭିଯାନରେ ସାମିଲ ହୋଇଛନ୍ତି…

୧୯ ରେ କେନ୍ଦ୍ର ସରକାର ଓ ଚାଷୀଙ୍କ…

ନୂଆଦିଲ୍ଲୀ: ଆଜି କେନ୍ଦ୍ର ସରକାର ଓ ଚାଷୀଙ୍କ ମଧ୍ୟରେ ନବମ ରାଉଣ୍ଡ ବୈଠକ ଶେଷ ହୋଇଛି। ତେବେ ନବମ ରାଉଣ୍ଡ ବୈଠକରୁ ମଧ୍ୟ କୌଣସି ସମାଧାନର ରାସ୍ତା ବାହାରିପାରିନାହିଁ। ଆସନ୍ତା ଜାନୁଆରୀ ୧୯ ତାରିଖ ଦିନ ୧୨ଟାରେ ପରବର୍ତ୍ତୀ ବୈଠକ ବସିବ। ତେବେ କୃଷକ ସଂଗଠନ ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଜି ହୋଇଥିବା…