Odisha Link
Bridging the Missing Links in Odisha
Daily Archives

January 15, 2021

ସେନା ଦିବସରେ ଯବାନଙ୍କୁ ନିଆରା ଢ଼ଙ୍ଗରେ…

ପୁରୀ: ଜାତୀୟ ସେନା ଦିବସରେ ଯବାନକୁ ନିଆରା ଢ଼ଙ୍ଗରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ପୁରୀ କୁମ୍ଭାର ପଡ଼ାର ଯୁବଶିଳ୍ପୀ ଶାଶ୍ୱତ ରଞ୍ଜନ ଦାସ। ଦିଆସିଲ କାଠିରେ ତିଆରି କରିଛନ୍ତି ଭାରତୀୟ ସେନାର ଯୁଦ୍ଧ ଟ୍ୟାଙ୍କ। ଏଭଳି ଅଭିନବ ପ୍ରୟାସ କରି ସେ ସମସ୍ତଙ୍କୁ ଚକିତ କରିଛନ୍ତି। ତାଙ୍କର ଏଭଳି ବିରଳ କଳାକୃତି ପାଇଁ…

ତିନି ‘ସ’ ଦ୍ୱାରା ୨୦୩୬ରେ ନୂଆ ଓଡ଼ିଶା…

ଭୁବନେଶ୍ୱର: ଭୁବନେଶ୍ୱର ଠାରେ ସମ୍ବାଦର ‘ବ୍ରାଣ୍ଡସ୍ ଅଫ୍ ଓଡ଼ିଶା ପ୍ରାଇଡ୍ ଅଫ୍‌ ଇଣ୍ଡିଆ’ର ଚତୁର୍ଥ ସଂସ୍କରଣ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ଓଡ଼ିଶାର ଉନ୍ନତି ପାଇଁ ଥିବା ତିନି ‘ସ’ ସମସ୍ୟା, ସମ୍ଭାବନା ଓ ସମାଧାନ ଉପରେ ଦୃଷ୍ଟି ଆକର୍ଷଣ କରିବା ତଥା ବ୍ୟବସ୍ଥା ତିଆରି…

ଶପଥ ନେବା ପୂର୍ବରୁ ପ୍ରତିଶ୍ରୁତି ପାଳନ…

ଓ୍ବାଶିଙ୍ଗ୍‌ଟନ: ଆସନ୍ତା ୨୦ ତାରିଖରେ ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ- ବାଇଡ଼େନ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଶପଥ ଗ୍ରହଣ ପୂର୍ବରୁ ସେ ତାଙ୍କର ନିର୍ବାଚନ ପ୍ରତିଶ୍ରୁତି ପାଳନ କରିଛନ୍ତି। କରୋନା ମହାମାରୀ ଯୋଗୁଁ ଧ୍ୱସ୍ତ ବିଧ୍ୱସ୍ତ ହୋଇପଡିଥିବା ଆମେରିକା ଅର୍ଥନୀତିର ସୁଧାର ଆଣିବାକୁ ସେ…

ପୋଲିସ ଭ୍ୟାନ୍ ପୋଡ଼ି ଘଟଣା: ୧୦୦ ଜଣଙ୍କ…

ଭଦ୍ରକ: ତିହିଡ଼ିରେ ପୋଲିସ ଉପରେ ଆକ୍ରମଣ ଓ ଭ୍ୟାନ୍ ପୋଡ଼ି ମାମଲାରେ ୧୦୦ରୁ ଉଦ୍ଧ୍ୱର୍ ଲୋକଙ୍କ ନାମରେ ମାମଲା ରୁଜୁ କରାଯାଇଛି। ଏହା ସହ ୬ ଜଣଙ୍କୁ ଗିରଫ ମଧ୍ୟ କରାଯାଇଛି। ତିହିଡ଼ି ଅଲ୍ଲୀନଗରରେ ରାସ୍ତାରୋକ ବେଳେ ପୋଲିସକୁ ଆକ୍ରମଣ ହୋଇଥିଲା। ହାଟୁଆରୀ ଗାଁର ଯୁବକଙ୍କ ମୃତ୍ୟୁ ପରେ ଉତ୍ତେଜନାରୁ ପୋଡ଼ାଜଳା…

ବାଇକ୍ ଉପରେ ଚଢ଼ିଗଲା ଟ୍ରକ୍: ଚାଲିଗଲା…

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଶୈଲଙ୍ଗ ସର୍ଭିସ୍ ରୋଡ଼ରେ ଟ୍ରକ୍ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକ ଜଣଙ୍କ ବାଇକ୍ ଯୋଗେ ବଜାରକୁ ଯାଉଥିବା ସମୟରେ ବିପରୀତ ରାସ୍ତାରେ ଆସୁଥିବା ଟ୍ରକଟି ତାଙ୍କ ବାଇକ୍ ଉପରେ ଚଢି ଯାଇଥିଲା। ଫଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଯୁବକ ଜଣଙ୍କ ପରିଚୟ ମିଳିପାରି…

ଟିକାକରଣ ପାଇଁ ଗାଇଡଲାଇନ୍ ଜାରି କଲେ…

ଭୁବନେଶ୍ୱର: ଆସନ୍ତା କାଲି ଠାରୁ ଆରମ୍ଭ ହେବ ଟିକାକରଣ। ଟିକାକରଣ ନେଇ ଗାଇଡଲାଇନ୍ ଜାରି କରିଛନ୍ତି ସରକାର। ଗାଇଡଲାଇନ୍ ସମ୍ପର୍କରେ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ।ଗାଇଡଲାଇନ୍‌ ମୁତାବକ, ୧୮ ବର୍ଷରୁ କମ୍, ଗର୍ଭବତୀ ଓ ପ୍ରସୂତି କରୋନା ଟିକା ନେଇପାରିବେନି। ଏଥି…

ସାଧାରଣତନ୍ତ୍ର ଦିବସ ପାଇଁ କମିଶନରେଟ…

ଭୁବନେଶ୍ୱର: ସାଧାରଣତନ୍ତ୍ର ଦିବସ ଅବସରରେ ସୁରକ୍ଷାକୁ ନେଇ କମିଶନରେଟ ପୋଲିସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଗାଇଡଲାଇନ୍‌ ଜାରି କରାଯାଇଛି। ଏନେଇ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। କୋଭିଡ କଟକଣା ସମ୍ପର୍କରେ ଗୃହ ବିଭାଗ ଦ୍ୱାରା ଏକ ଚିଠି…

ରାମ ମନ୍ଦିର ନିର୍ମାଣ ପାଇଁ ୫ ଲକ୍ଷ…

ନୂଆଦିଲ୍ଲୀ: ରାମ ମନ୍ଦିର ନିର୍ମାଣ ପାଇଁ ୫ ଲକ୍ଷ ଟଙ୍କା ଦେଇଛନ୍ତି ରାଷ୍ଟ୍ରପତି। ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ‘ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍‍’ର ପ୍ରତିନିଧିମାନଙ୍କୁ ଭେଟିବା ସହ ନିଜ ବ୍ୟକ୍ତିଗତ ଆକାଉଣ୍ଟ୍‌ରୁ ୫ ଲକ୍ଷ ୧୦୦ ଟଙ୍କା ପ୍ରଦାନ କରିଛନ୍ତି। ‘ରାମ ଜନ୍ମଭୂମି ତୀର୍ଥ…

ଜାତୀୟ ଏକତାକୁ ଭାଙ୍ଗିବାକୁ ଚେଷ୍ଟା କଲେ…

ବେଙ୍ଗାଲୁରୁ: ଭାରତ ସବୁବେଳେ ଶାନ୍ତି ଚାହେଁ ଯୁଦ୍ଧ ଚାହେଁ ନାହିଁ। ତେବେ ଯେଉଁ ମହାଶକ୍ତି ବି ହେଉନା କାହିଁକି ଯଦି ସେ ଦେଶର ଜାତୀୟ ଏକତା ଓ ଶାନ୍ତିକୁ ଭଙ୍ଗ କରିବାକୁ ଚେଷ୍ଟା କରିବ, ତା’ହେଲେ ଦେଶର ଯବାନମାନେ ଏହାର ଉଚିତ ଜବାବ ଦେବାକୁ ସକ୍ଷମ ବୋଲି ଶତ୍ରୁ ରାଷ୍ଟ୍ରକୁ ଏଭଳି ଚରମବାଣୀ ଶୁଣାଇଛନ୍ତି…

ପରୀ ହତ୍ୟା ମାମଲା: ସିଟିଙ୍ଗ୍ ଜଜ୍…

ଭୁବନେଶ୍ୱର: ନୟାଗଡ଼ ବହୁ ଚର୍ଚ୍ଚିତ ‘ପରୀ’ ହତ୍ୟା ମାମଲାରେ ଆଉ ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଏସଆଇଟି ତଦନ୍ତ ମନିଟରିଂ ପାଇଁ ରାଜ୍ୟ ସରକାର ସିଟିଙ୍ଗ୍ ଜଜ୍ ନିଯୁକ୍ତି ପାଇଁ ହାଇକୋର୍ଟଙ୍କୁ କୌଣସି ଚିଠି ଲେଖିନାହାନ୍ତି। ଏନେଇ ସୂଚନା ଅଧିକାର ଆଇନ ବଳରେ ହାଇକୋର୍ଟରୁ ପ୍ରାପ୍ତ ସୂଚନାରୁ ଜଣାପଡ଼ିଛି।…