Odisha Link
Bridging the Missing Links in Odisha

ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ

ବଲାଙ୍ଗିର: ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ। ବଲାଙ୍ଗିରର ପ୍ରସିଦ୍ଧ ଶୁଲିଆ ଯାତ୍ରାରେ ପୁଣି ପଡ଼ିଲା ବଳି। ବଡ଼ଖଳା ଓ ସାନଖଳାରେ ମାନସିକଧାରୀ ବଳି ପକାଇଛନ୍ତି। ବିଳମ୍ବିତ ରାତିରେ ନୀତିପୂଜା ଶେଷ ପରେ ସକାଳୁ ବଳି ପଡ଼ିଛି। ପ୍ରଶାସନ ପକ୍ଷରୁ ସୁରକ୍ଷା କଡ଼ାକଡ଼ି କରାଯାଇଥିବା ବେଳେ ଦୋକାନ ବଜାର ବନ୍ଦ କରାଯାଇଛି।

Comments are closed.