Odisha Link
Bridging the Missing Links in Odisha

ଏଏନଏମ କର୍ମୀମାନଙ୍କୁ ଧାରଣାସ୍ଥଳରୁ ଉଠାଇନେଲା ପୁଲିସ୍

ଭୁବନେଶ୍ବର: ପ୍ରାୟ ଦୁଇ ମାସ ହେବ ଏହି ଏଏନଏମ୍ କର୍ମୀମାନେ ଆନ୍ଦୋଳନରେ ବସିଥିଲେ। ଆଜି ପୁଲିସ ସେମାନଙ୍କୁ ଧାରଣାସ୍ଥଳରୁ ଜୋରଜବରଦସ୍ତ ଉଠାଇ ନେଇଥିବା ଦେଖିବାକୁ ମିଳିଥିଲା । ଏହି ସମୟରେ ପୁଲିସ ଏବଂ ସ୍ୱାସ୍ଥ୍ୟକର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ଉପଜୁଥିଲା।

ସୂଚନାଯୋଗ୍ୟ, ଏହି ଏଏନଏମ ମାନଙ୍କୁ କୋଭିଡ ସମୟରେ ବିଭିନ୍ନ ହସ୍ପିଟାଲରେ ରାଜ୍ୟ ସରକାର ଅସ୍ଥାୟୀ ନିଯୁକ୍ତି ଦେଇଥିଲେ। ତେବେ ସେମାନେ ସ୍ଥାୟୀ ନିଯୁକ୍ତି ଦାବି କରି ନଭେମ୍ବର ୨୮ରୁ ଦିନରାତି ଆନ୍ଦୋଳନ ଚଲାଇ ଆସିଥିଲେ ।

Comments are closed.