Odisha Link
Bridging the Missing Links in Odisha

ପୋଷ୍ୟ ସ୍କୁଲ ଗ୍ରହଣ ପାଇଁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ପୋଷ୍ୟ ସ୍କୁଲ ଗ୍ରହଣ ପାଇଁ ରାଜ୍ୟର ସବୁ ସାଂସଦ ଓ ବିଧାୟକମାନଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୋଟିଏ ଲେଖାଏଁ ସରକାରୀ ସ୍କୁଲକୁ ପୋଷ୍ୟ ସ୍କୁଲ କରିବାକୁ ଚିଠି ଲେଖି ଅପିଲ କରିଛନ୍ତି ନବୀନ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଢଙ୍ଗୀଙ୍କ ସମେତ ହାଇକୋର୍ଟ ବିଚାରପତି ଓ ସମସ୍ତ ସାଂସଦ ଓ ବିଧାୟକମାନଙ୍କୁ ଅପିଲ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୋ ସ୍କୁଲ କାର୍ଯ୍ୟକ୍ରମରେ ସାମିଲ ହେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।

Comments are closed.