Odisha Link
Bridging the Missing Links in Odisha
Daily Archives

January 26, 2021

ସ୍ଥପତି ସୁଦର୍ଶନ ସାହୁ ପାଇବେ…

ନୂଆଦିଲ୍ଲୀ: ସୋମବାର କେନ୍ଦ୍ର ସରକାର ୨୦୨୧ ବର୍ଷ ପାଇଁ ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ ଚଳିତ ବର୍ଷ ଓଡ଼ିଶାରୁ ୬ ଜଣ ପାଇବେ ପଦ୍ମ ପୁରସ୍କାର। ଓଡ଼ିଶାରୁ ସୁଦର୍ଶନ ସାହୁଙ୍କୁ କଳା ପାଇଁ ପଦ୍ମ ବିଭୂଷଣ ପ୍ରଦାନ କରାଯିବ। ସେହିପରି…

ଦୋକାନର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର…

ପାଟଣା: ଗ୍ରୋସରୀ ଦୋକାନର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ସହ ଗୋଟେ ଫ୍ରିଜ୍ ଲୁଟିନେଇଛନ୍ତି ଦୁର୍ବୁତ୍ତ। ଏହି ଲୁଟ ଗତ ବିଳମ୍ବିତ ରାତିରେ ଢେଙ୍କିକୋଟ-ପାଟଣା ରାସ୍ତାର ମଙ୍ଗଳପୁର ଛକରେ ଘଟିଛି। ଦୋକାନ ମାଲିକ ପାଟଣା ଥାନାରେ ଅଭିଯୋଗ ପରେ ପୁଲିସ ତଦନ୍ତ ଆରମ୍ଭ କରିଛି। ଚୋରିରେ ସମ୍ପୃକ୍ତ…

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ

ଭୁବନେଶ୍ୱର : ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ। ଭୁବନେଶ୍ୱରର ଗାନ୍ଧୀମାର୍ଗରେ ଜାତୀୟ ପତାକା ଉତ୍ତୋଳନ ସହ ପରେଡ୍ ଅଭିବାଦନ ଗ୍ରହଣ କଲେ ରାଜ୍ୟପାଳ। ସମ୍ମାନୀତ ଅତିଥି ଭାବେ ଯୋଗ ଦେଲେ ମୁଖ୍ଯମନ୍ତ୍ରୀ। କୋଭିଡ କଟକଣା ପାଇଁ ଦର୍ଶକଙ୍କୁ ପରେଡ୍ ସ୍ଥଳକୁ ମନା ରହିଛି। ପ୍ରକାଶ ଯେ, ଆଜି ଦେଶ ପାଳୁଛି…

ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା…

ଜଳେଶ୍ୱର : ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଲକ୍ଷ୍ମଣନାଥ ସୀମାନ୍ତ ଠାରୁ ୬କିମି ଦୂରରେ ଯାତ୍ରୀ ବସ ଓଲଟି ଦୁର୍ଘଟଣା ଗ୍ରସ୍ତ ହୋଇଛି। ବସ୍ ଡମ୍ପର ଗାଡି଼କୁ ଓଭରଟେକ୍‌ ବେଳେ ଭାରସାମ୍ୟ ହରାଇ ଏହି ଦୁର୍ଘଟଣା ହୋଇଥିଲା। ବସ୍‌ରେ ପ୍ରାୟ ୫୦ରୁ ୬୦ ଯାତ୍ରୀ ଥିବା ସୂଚନା ରହିଛି । ପ୍ରକାଶ ଅନୁଯାୟୀ, କଲିକତାରୁ…

ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ…

ନୂଆଦିଲ୍ଲୀ : ଆଜି ସାଧାରଣତନ୍ତ୍ର ଦିବସ। ଦେଶ ପାଳୁଛି ୭୨ ତମ ସାଧାରଣତନ୍ତ୍ର ଦିବସ । ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦେଶବାସୀଙ୍କୁ ଗଣତନ୍ତ୍ର ଦିବସର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ମୋଦୀ ।…

ଆଜି ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର…

ଭୁବନେଶ୍ବର: ଆଜି ସାଧାରଣତନ୍ତ୍ର ଦିବସ। ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ ।୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା। ଆଜିର ଦିନକୁ ରାଷ୍ଟ୍ରୀୟ…