Odisha Link
Bridging the Missing Links in Odisha

ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ : ଆଜି ସାଧାରଣତନ୍ତ୍ର ଦିବସ। ଦେଶ ପାଳୁଛି ୭୨ ତମ ସାଧାରଣତନ୍ତ୍ର ଦିବସ । ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦେଶବାସୀଙ୍କୁ ଗଣତନ୍ତ୍ର ଦିବସର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ମୋଦୀ ।

ଦିଲ୍ଲୀ ରାଜପଥରେ ବାହାରିବ ଐତିହାସିକ ପରେଡ । ରାଜପଥରେ ନିଜର ଦମ୍ ଦେଖାଇବ ରାଫେଲ । କୋଭିଡକୁ ଦୃଷ୍ଟିରେ ରଖି ଦିଲ୍ଲୀ ସମେତ ସାରା ଦେଶରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

Comments are closed.