କୋଭିଡ଼୍ ସେଲରୁ ଫେରିଯିବେ ଡାକ୍ତର ଓ ଏଏସଓ
ଭୁବନେଶ୍ବର: ବିଏମସି କୋଭିଡ଼୍ ସେଲରୁ ଫେରିଯିବେ ଅଣ ବିଏମସି ଅଧିକାରୀ ଓ କର୍ମଚାରୀ। ଆଜି କମିଶନର ପ୍ରେମଚନ୍ଦ୍ର ଚୌଧୁରୀଙ୍କ ନିର୍ଦ୍ଦେଶ କ୍ରମେ କୋଭିଡ଼ର ସ୍ଥିତିକୁ ଅନୁଧ୍ୟାନ କରି ଏହି ନିଷ୍ପତ୍ତି ନେଇଛନ୍ତି। ଭିନ୍ନ ଭିନ୍ନ ସମୟରେ ଆବଶ୍ୟକ ଅନୁସାରେ ରାଜ୍ୟ ସରକାର ବିଏମସି କୋଭିଡ଼୍ ସେଲକୁ ଆସିଥିଲେ…