ରାଜ୍ୟରେ ୧୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ୧୦୦ ତଳକୁ ଖସିଲା କରୋନା ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୮୫୦ରେ ପହଞ୍ଚିଛି ।
Covid-19 Report For 28th January, 2021
New Positive Cases: 70
In quarantine: 42
Local contacts: 28(Details of local contacts will be shared by concerned District Administration)
District Wise Cases:
1. Angul: 3
2. Balasore: 4
3. Bargarh: 2
4. Balangir: 1
5. Cuttack: 4— I & PR Department, Odisha (@IPR_Odisha) January 29, 2021
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
Comments are closed.