Odisha Link
Bridging the Missing Links in Odisha

କନ୍ଧମାଳରେ ପୁଣି ମାତିଲେ ମାଓବାଦୀ

ବାଲିଗୁଡା: ବହୁ ଦିନ ପରେ କନ୍ଧମାଳ ଜିଲ୍ଲାରେ ପୁଣି ବର୍ବରକାଣ୍ଡ ଘଟାଇଛନ୍ତି ମାଓବାଦୀ। ବାଲିଗୁଡାରେ ଦୁଇ ଜଣଙ୍କୁ ନିର୍ମମ ଭାବେ ମାଓବାଦୀ ହତ୍ୟା କରିଛନ୍ତି । ବେଲଘର ଥାନା ଅନ୍ତର୍ଗତ ଭଣ୍ଡରଙ୍ଗି ଓ ଗୋଚ୍ଛାଗୁଡା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା।

ସୂଚନାଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲାରେ ପୁଣି ସକ୍ରିୟ ହୋଇଉଠିଛନ୍ତି ମାଓବାଦୀ। ବେଲଘର ଥାନା ଅନ୍ତର୍ଗତ ଭଣ୍ଡରଙ୍ଗି ଓ ଗୋଚ୍ଛାଗୁଡା ଗାଁର ଦୁଇ ଜଣଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଗ୍ରାମବାସୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା କୁହାଯାଉଛି ।

Comments are closed.