Odisha Link
Bridging the Missing Links in Odisha

ପୁତୁରାର ଆକ୍ରମଣରେ ଦାଦା ଗୁରୁତର

ବିନିକ: ଜମିଜମା ବିବାଦକୁ କେନ୍ଦ୍ର କରି କାକା ପୁତୁରା ମୁହାଁ ମୁହିଁ। ପୁତୁରାର ଆକ୍ରମଣରେ ଦାଦା ଓ ଜଣେ ଭାଇ ଗୁରୁତର। ଏହି ଘଠଣାଟି ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି ଥାନା ଶୁଖା ଗାଁରେ ଘଟିଛି। ଜମି ବିବାଦକୁ ନେଇ ଗତକାଲି ବିଳମ୍ବିତ ରାତିରେ ମୁହାଁମୁହିଁ ହୋଇଥିଲେ କାକା-ପୁତୁରେ। ଉତ୍ତ୍ୟକ୍ତ ପୁତୁରା ଆକ୍ରମଣରେ ଦାଦା ଓ ଜଣେ ଭାଇ ଗୁରୁତର ହୋଇଥିବା ଜଣାଯାଇଛି। ଗୁରୁତରଦ୍ୱୟଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ପୁଲିସ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି।

Comments are closed.