Odisha Link
Bridging the Missing Links in Odisha

ବଜେଟ ୨୦୨୧-୨୨ : ରେଳବାଇ ପାଇଁ ୧, ୧୦, ୦୫୫ କୋଟି ବ୍ୟୟବରାଦ

ନୂଆଦିଲ୍ଲୀ: ଆଜି ସଂସଦରେ ଚାଲିଛି ବଜେଟ ଉପସ୍ଥାପନ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଚଳିତ ସାଧାରଣ ବଜେଟ-୨୦୨୧-୨୨ ଉପସ୍ଥାପନ କରୁଛନ୍ତି। ରେଲେୱେ ପାଇଁ ବଜେଟରେ ୧, ୧୦, ୦୫୫ କୋଟି ବ୍ୟୟବରାଦ।

ରେଳ ଲାଇନ ବିଦ୍ୟୁତକରଣ କାର୍ଯ୍ୟ ୭୨% ପୂରଣ ଲକ୍ଷ୍ୟ ରହିଛି। ୨୭ଟି ସହରରେ ଆଉ ୧୦୬୦କିମି ମେଟ୍ରୋ ଲାଇନ ହେବ। ବେଙ୍ଗଲୁରୁ ଏବଂ ଚେନ୍ନାଇ ମେଟ୍ରୋ ସଂପ୍ରସାରଣ ହେବ।

Comments are closed.