Odisha Link
Bridging the Missing Links in Odisha

ସଡ଼କ ଦୁର୍ଘଟଣାରେ ସ୍କୁଟି ଚାଳକ ମୃତ

ସାନଖେମୁଣ୍ଡି: ସଡ଼କ ଦୁର୍ଘଟଣାରେ ସ୍କୁଟି ଚାଳକ ମୃତ। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାଟି ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ଜରଡ଼ା ଥାନା କେଲୁଆ ଛକ ନିକଟରେ ଘଟିଛି। ମୃତକଙ୍କ ପରିଚୟ ମିଳି ପାରିନାହିଁ।

ପ୍ରକାଶ ଯେ, ସ୍କୁଟିକୁ ଧକ୍କା ଦେଇଥିଲା ଟ୍ରକ। ଫଳରେ ସ୍କୁଟି ଚାଳକଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଜାରି ରଖିଛି। ସ୍ଥାନୀୟ ଲୋକେ ଟ୍ରକଟିକୁ ଡବତ କରିଛନ୍ତି। ପୋଲିସ ତଦନ୍ତ କଲେ ସ୍ପଷ୍ଟ ସୂଚନା ମିଳିବ ବୋଲି ସ୍ଥାନୀୟ ଲୋକ ଆଶା କରିଛନ୍ତି ।

Comments are closed.