Odisha Link
Bridging the Missing Links in Odisha

ରାଜ୍ୟରେ ଶୀତର ଲହରି , ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ୮ଟା ଜିଲ୍ଲାକୁ ଶୀତର ଲହରି ଜାରି ରହିବାର ଆଶଙ୍କା ରହିଛି । ତେଣୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଜିଲ୍ଲାଗୁଡିକ ହେଉଛି- ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, କଳାହାଣ୍ଡି, ମୟୂରଭଞ୍ଜ, କନ୍ଧମାଳ ଓ ନବରଙ୍ଗପୁର। ୭ ତାରିଖ ସକାଳ ସୁଦ୍ଧା ୧୧ ଜିଲ୍ଲାରେ ଘନ କୁହୁଡି ହେବା ଆଶଙ୍କା ରହିଛି ।

Comments are closed.