Odisha Link
Bridging the Missing Links in Odisha
Daily Archives

February 4, 2021

ପ୍ରଧାନମନ୍ତ୍ରୀ ଏବଂ ରେଳମନ୍ତ୍ରୀଙ୍କୁ…

ଭୁବନେଶ୍ୱର: କେନ୍ଦ୍ରୀୟ ରେଳ ବଜେଟ ୨୦୨୧-୨୨ ଆର୍ଥୀକ ବର୍ଷ ପାଇଁ ଓଡିଶାକୁ ୬ ହଜାର ୯୯୫.୫୮ କୋଟି ଟଙ୍କା ଅନୁଦାନ ମିଳିଛି। କେନ୍ଦ୍ରରେ ମୋଦି ସରକାର କ୍ଷମତାକୁ ଆସିବା ପରେ କ୍ରମାଗତ ଭାବେ ରେଳ ବଜେଟରେ ଓଡିଶାକୁ ଅଧିକରୁ ଅଧିକ ଅର୍ଥ ମିଳିଛି। ପୁର୍ବରୁ କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ସରକାର ସମୟରେ ରେଳ…

ରାଉରକେଲାରେ ଉଦଘାଟିତ ହେଲା ‘ସୁଦକ୍ଷ’…

ରାଉରକେଲା: ସୁନ୍ଦରଗଡ଼ ପରେ ରାଉରକେଲାରେ ଖୋଲିଲା ‘ସୁଦକ୍ଷ’ କୋଚିଂ କେନ୍ଦ୍ର। କୋଏଲ ନଗରଠାରେ ଗୁରୁବାର ଦିନ ଏହି କୋଚିଂ କେନ୍ଦ୍ରକୁ ଅତିରିକ୍ତ ଜିଲ୍ଲାପାଳ ଆବୋଲି ସୁନିଲ ନରୱଣେ ଏବଂ ରାଉରକେଲା ମହାନଗର ନିଗମ କମିଶନର ଦିବ୍ୟଜ୍ୟୋତି ପରିଡ଼ା ଉଦଘାଟନ କରିଥିଲେ। ସୁନ୍ଦରଗଡ଼ ସହିତ ରାଉରକେଲାସ୍ଥିତ ‘ସୁଦକ୍ଷ’…

ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ବିଶ୍ୱ…

ଭୁବନେଶ୍ୱର: ଦୃଢ଼ ଇଚ୍ଛାଶକ୍ତି ବଳରେ ଜୀବନ ସଂଗ୍ରାମରେ ବାଜିମାତ ହୋଇପାରିବ। ଏହିଭଳି ଆହ୍ୱାନ ନେଇ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଆୟୋଜିତ ହୋଇଯାଇଛି ବିଶ୍ୱ କର୍କଟ ଦିବସ। ଫେବୃଆରୀ ୪ ତାରିଖକୁ ବିଶ୍ୱ କର୍କଟ ଦିବସ ରୂପେ ପାଳନ କରାଯାଉଥିବା ବେଳେ ଅବସରରେ ହସପିଟାଲ୍ ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ…

ଗୁପ୍ତ ଏଜେଣ୍ଡା କ’ଣ ରହିଛି ତାହା ରାଜ୍ୟ…

ଭୁବନେଶ୍ୱର: ଗତକାଲି ଏକ ତୋଫାନୀ ଗସ୍ତରେ ହେଲିକପ୍ଟର ଯୋଗେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ ଗଦ୍ଧମାର୍ଦ୍ଦନ ପାହାଡର ଉଭୟ ପାଖରେ ଥିବା ନୃସିଂହନାଥ ଓ ହରିଶଙ୍କର ମନ୍ଦିର ପରିଦର୍ଶନରେ ଆସିଥିଲେ। ଏହି ଗସ୍ତରେ କଣ ଗୁପ୍ତ ଏଜେଣ୍ଡା ରହିଛି ତାହା ରାଜ୍ୟ ସରକାର ରାଜ୍ୟ ସ୍ପଷ୍ଟ କରନ୍ତୁ ବୋଲି ପୂର୍ବତନ…

ପ୍ରାରମ୍ଭରୁ ଚିହ୍ନଟ ଏବଂ ଉତମ ଚିକିତ୍ସା…

ଭୁବନେଶ୍ୱର: ପ୍ରାରମ୍ଭରୁ ଚିହ୍ନଟ ଏବଂ ଆବଶ୍ୟକୀୟ ଚିକିତ୍ସା ଦ୍ୱାରା କର୍କଟ ଭଳି ଦୁଃସାଧ୍ୟ ରୋଗକୁ ପରାସ୍ତ କରିହେବ ବୋଲି ମତ ଦେଇଛନ୍ତି ବିଶିଷ୍ଟ ବିଶେଷଜ୍ଞ। ଗୁରୁବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସପିଟାଲ ପକ୍ଷରୁ ଆୟୋଜିତ ବିଶ୍ୱ କର୍କଟ…

ଚିଟଫଣ୍ଡ ଠକେଇ ମାମଲା: ୭ ଜଣଙ୍କୁ ସଜା

ଭୁବନେଶ୍ବର: ୨ ଟି ଚିଟଫଣ୍ଡ ଠକେଇ ମାମଲାରେ ୭ ଜଣଙ୍କୁ ଜେଲ ଦଣ୍ଡାଦେଶ ଦିଆ ଯାଇଛି। ୭ ଜଣଙ୍କୁ ୭ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ ଦେଲେ ସ୍ବତନ୍ତ୍ର କୋର୍ଟ। ୭ ବର୍ଷ ଜେଲ ଦଣ୍ଡାଦେଶ ସହ ୫ ଲକ୍ଷ ଟଙ୍କା ଜୋରିମାନା। ସିଦ୍ଧ ମହାପୁରୁଷ ମନିରେ ୨ଟି ଠକେଇ ମାମଲାରେ ଦଣ୍ଡ। ୨ ଟି ମାମଲାରେ ୮ କୋଟିରୁ ଅଧିକ ଠକେଇ…

ପାଳ ଗଦାରେ ନିଆଁ ଲାଗି ୨ ଶିଶୁ ଜୀବନ୍ତ…

ରାୟଗଡ଼ା: ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ଲାକରିସ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାଳ ଗଦାରେ ନିଆଁ ଲାଗି ଦୁଇ ଜଣ ଶିଶୁ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଦୁଇ ଜଣ ଶିଶୁ ହେଲେ ୫ ବର୍ଷର କୁମାରୀ ମାଝୀ ଏବଂ ୩ ବର୍ଷର ବିଦ୍ୟା ମାଝୀ। ୨ ଶିଶୁଙ୍କ ମୃତ୍ୟୁ ପରେ ପରିବାରରେ କାନ୍ଦ ବୋବାଳି ଲାଗି ରହିଛି।…

ମାଓବାଦୀ ଭୟରେ ଗାଁ ଛାଡ଼ିଲେ ଲୋକେ

ଚିତ୍ରକୋଣ୍ଡା: ମାଓବାଦୀ ଭୟରେ ନିଜର ଭିଟାମାଟି ଛାଡିଲେ ସ୍ୱାଭିମାନ ଅଞ୍ଚଳର ୮୫ ପରିବାର। ଗତକାଲି ଠାରୁ ଆସି ସେମାନେ ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ରାଜୁଲକୋଣ୍ଡାରେ ସରକାରୀ ଫଳ ବଗିଚା ନିକଟରେ ଅବସ୍ଥାନ କରୁଛନ୍ତି। ଲୋକମାନଙ୍କ କହିବା ଅନୁସାରେ ସେମାନଙ୍କ ପାଖରେ ସଦାସର୍ବଦା ମାଓବାଦୀ ଚାପ ଓ…

ତଥ୍ୟ ନଜାଣି ଅପପ୍ରଚାର: ଧର୍ମେନ୍ଦ୍ର

ନୂଆଦିଲ୍ଲୀ: ଓଡ଼ିଶାକୁ ରେଳ ଅନୁଦାନ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିଜର ପ୍ରତିକ୍ରିୟା ଦେଇଛନ୍ତି। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର କହିଛନ୍ତି ଯେ, କେନ୍ଦ୍ର ସରକାର ଦେଶ ସହ ଓଡ଼ିଶାର ଉନ୍ନତି ଚାହାଁନ୍ତି। ପୂର୍ବରୁ ପଶ୍ଚିମକୁ ଯୋଡ଼ୁଥିବା ଲାଇନ୍‌ ପାଇଁ ହଜାରେ କୋଟି ବ୍ୟୟବରାଦ।…

ରେଳ ବଜେଟରେ ଓଡ଼ିଶା ପାଇଁ କଣ ରହିଛି,…

ନୂଆଦିଲ୍ଲୀ: ରେଳ ବଜେଟରେ ଓଡ଼ିଶାକୁ ଅନୁଦାନ ନେଇ ରେଲଓ୍ବେ ସୂଚନା ଦେଇଛି। ଓଡ଼ିଶାକୁ ମୋଟ ୬୯୯୫ କୋଟି ୫୮ ଲକ୍ଷ ଅନୁଦାନ ଦେଇଛି ବୋଲି କହିଲା ରେଲଓ୍ବେ। ଗତବର୍ଷ ଅପେକ୍ଷା ଏବର୍ଷ ୬୦% ଅଧିକ ଅନୁଦାନ ମିଳିଥିବା ସୂଚନା ଦିଆଯାଇଛି। ଗତବର୍ଷ ଓଡ଼ିଶାକୁ ମୋଟ ୪୩୭୩ କୋଟି ଟଙ୍କା ଅନୁଦାନ ମିଳିଥିଲା। ଏହି ରେଳ…