Odisha Link
Bridging the Missing Links in Odisha
Daily Archives

February 5, 2021

କୁଟିଆ ପଞ୍ଚାୟତରେ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେସନ୍‌ସିଂ ମାଧ୍ୟମରେ କୋରାପୁଟ ଜିଲ୍ଲାର ପଟାଙ୍ଗି ଅଞ୍ଚଳର କୁଟିଆ ପଞ୍ଚାୟତ ପାଇଁ ୧୮ କୋଟି ଟଙ୍କାର ବିଭିନ୍ନ ପ୍ରକଲ୍ପର ଶୁଭାରମ୍ଭ କରିଛନ୍ତି। ଏଥିମଧ୍ୟରୁ ୧୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ହୋଇଥିବା ବେଳେ ୫ କୋଟି ଟଙ୍କାର…

ଡିଜେଲ ଲୁଟେରା ଗିରଫ

ଅନୁଗୋଳ: ଅନୁଗୋଳ ଜିଲ୍ଲା କଣିହାଁ ଥାନା କୁମୁଣ୍ଡା ଗ୍ରାମ ନିକଟରେ ଚାଲିଥିବା ଡିଜେଲ ଚୋରି। ପୁଲିସ ରାକେଟର ପର୍ଦ୍ଦାଫାଶ କରିଛି। ଅଚନାକ ଚଢ଼ାଉ କରି ପୁଲିସ ବିପୁଳ ପରିମାଣର ଡିଜେଲ, ୨ଟି ବୋଲେରୋ, ଦୁଇଟି ବାଇକ୍, ଗୋଟିଏ ସ୍କୁଟି ଜବତ କରିବା ସହିତ ୫ ଜଣଙ୍କୁ ଘଟଣାସ୍ଥଳରୁ ଗିରଫ କରିଛି। ଏହି ଗ୍ୟାଙ୍ଗ…

ଜେଲ ଗଲା ଅଭିଯୁକ୍ତ ରାକେଶ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଝରାଫୁଲ ନାୟକ ହତ୍ୟା ଘଟଣାରେ ଅଭିଯୁକ୍ତ ରାକେଶକୁ ପଠାଇ ଦିଆଯାଇଛି। ରାକେଶର ରିମାଣ୍ଡ ଅବଧି ସମାପ୍ତ ହେଉଥିବାରୁ ତାକୁ କୋର୍ଟରେ ହାଜର କରାଯାଇଥିଲା । ପ୍ରକାଶ ଯେ, ପୁଲିସ ରାକେଶକୁ ରିମାଣ୍ଡରେ ନେଇ ପଚରାଉଚରା କରୁଥିଲା । ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ…

ଜମି ଉଚ୍ଛେଦରୁ ମାଡ଼ପିଟ୍, ଗୋଲକପୁରୀ…

ଭୁବନେଶ୍ବର: ଅସାମାଜିକ ଯୁବକଙ୍କ ଦ୍ବାରା ଆକ୍ରମଣର ଶିକାର ହେଲେ କଲୋନିିବାସୀ। ଏମିତି ଏକ ଖବର ଆସିଛି ଇନ୍‌ଫୋସିଟି ଥାନା ଅଧୀନ କଳାରାହାଙ୍ଗ ଗୋଲକପୁରୀ କଲୋନିରୁ। ଯୁବକମାନେ ସ୍ଥାନୀୟ ବାସିନ୍ଦା ହୋଇଥିବାରୁ ଉକ୍ତ ଅଞ୍ଚଳରେ ବର୍ଷବ‌ର୍ଷଧରି କଲୋନିବାସୀଙ୍କ ଉପରେ ବାରମ୍ବାର ଆକ୍ରମଣ ଓ ଦାଦାଗିରି…

ରାଜ୍ୟରେ କରୋନା: ୯୭ କରୋନା ପଜିଟିଭ୍…

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୪୬୬ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା…

କରୋନା ଟିକା ନେଲେ ACS ପ୍ରଦୀପ୍ତ…

ଭୁବନେଶ୍ୱର: କରୋନା ଟିକା ନେଇଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର । ACS ପ୍ରଦୀପ୍ତ ମହାପାତ୍ର ଟିକା ନେଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଗତକାଲି ୩୭୬ଟି ସ୍ଥାନରେ ୬୨.୭% ସ୍ବାସ୍ଥ୍ୟକର୍ମୀଙ୍କୁ ଟିକାଦାନ କରାଯାଇଥିଲା। ବାଲେଶ୍ବର ଜିଲ୍ଲାରେ…

ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ବାମୀ

ଭୁବନେଶ୍ବର: ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ବାମୀ।ଏଭଳି ଅଭାବନୀୟ ଘଟଣାଟି ଚନ୍ଦ୍ରଶେଖରପୁର ଥାନାସ୍ଥିତ ବିର୍ଷା ମୁଣ୍ଡା ବସ୍ତିରେ ଘଟିଛି। ପାରିବାରିକ କଳହରୁ ଏପରି ହତ୍ୟାକାଣ୍ଡ ଘଟିଥାଇ ପାରେ ବୋଲି କୁହାଯାଉଛି। ସ୍ତ୍ରୀ ମମିନା ପୂର୍ତ୍ତିକୁ ପିଟିପିଟି ହତ୍ୟା କରିଛି ସ୍ବାମୀ ରଙ୍ଗଲାଲ ପୂର୍ତ୍ତି।…

ସାବୁନ ପାଇଁ କଳି, ହତ୍ୟା କଲା ନାବାଳକ

କେନ୍ଦ୍ରାପଡ଼ା: ସାବୁନ ପାଇଁ ହତ୍ୟା। ନିଜ ସାବୁନ ନ ପାଇବାରୁ ଜଣେ ୭ ବର୍ଷ ନାବାଳକର ବେକ କାଟି ଦେଇଥିଲା ଆଉ ଜଣେ ନାବାଳକ। ଆକ୍ରମଣର ଶିକାର ହୋଇଥିବା ନାବାଳକ ହେଲେ ପାପୁନି। ସେ ଏବେ ମୃତ୍ୟୁ ସହ ସଂଘର୍ଷ କରୁଛି। ଅନେକ ତନାଘନା ପରେ ପୁଲିସ ଅଷ୍ଟମ ଶ୍ରେଣୀରେ ପଢ଼ୁଥିବା ଅଭିଯୁକ୍ତ ନାବାଳକକୁ ଅଟକ ରଖିଛି।…

ଶୁଣାଣି ହେବ ୨୦୨୧-୨୨ ବର୍ଷର ବିଦ୍ୟୁତ୍…

ଭୁବନେଶ୍ୱର: ଆଜିଠାରୁ ଶୁଣାଣି ଆରମ୍ଭ ହେବ ୨୦୨୧-୨୨ ବର୍ଷର ବିଦ୍ୟୁତ୍ ଦର । ବିଦ୍ୟୁତ୍ ନିୟାମକ ଆୟୋଗରେ ଫେବ୍ରୁଆରୀ ୧୯ ଯାଏ ଏହି ଶୁଣାଣି ଚାଲିବ । ଫେବ୍ରୁଆରୀ ୨୨ରେ ରାଜ୍ୟ ପରାମର୍ଶଦାତା କମିଟି ବୈଠକ ବସିବ ।

ଶୀତରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ…

ଭୁବନେଶ୍ବର: ଶୀତର ଚାଦରରେ ଆବରଣ ହୋଇ ରହିଛି ଓଡ଼ିଶା। ରାଜ୍ୟର ୬ଟି ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ଥିବାର ସୂଚନା ମିଳିଛି। ପ୍ରକାଶ ଯେ, କନ୍ଧମାଳ ଜିଲ୍ଲାର ଜି.ଉଦୟଗିରି ଠାରେ ସର୍ବନିମ୍ନ ତାପମାତ୍ରା ୩.୨ ଡିଗ୍ରୀ, ଫୁଲବାଣୀରେ ୫.୫ ଡିଗ୍ରୀ ଏବଂ ଦାରିଙ୍ଗବାଡ଼ି ଠାରେ ରାତ୍ରି-ତାପମାତ୍ରା ୬.୫ ଡିଗ୍ରି…