Odisha Link
Bridging the Missing Links in Odisha

ହାତୀ ଆକ୍ରମଣରେ ଜଣେ ବ୍ୟକ୍ତି ମୃତ

ରାସୋଳ : ହାତୀ ଆକ୍ରମଣରେ ଜଣେ ବ୍ୟକ୍ତି ମୃତ। ଏହି ହିନ୍ଦୋଳ ଉପଖଣ୍ଡ ରାସୋଳ ଥାନା ଅନ୍ତର୍ଗତମାନିଆନାଳି ଗ୍ରାମରେ ଘଟିଛି। ପ୍ରକାଶ ଯେ , ସୋମବାର ସଂଧ୍ୟା ୬ ଘଟିକା ସମୟରେ ରବି ରାଉତ (୫୫) ନାମକ ବ୍ୟକ୍ତି ଘର ପାଖରେ ଥିବା ପୋଖରୀକୁ ଶୌଚ ହେବାକୁ ଯାଇଥିବା ସମୟରେ ଏକ ଦନ୍ତାହାତୀ ହାବୁଡରେ ପଡିଯାଇଥିଲେ। ହାତୀ ତାଙ୍କୁ ଶୁଣ୍ଢରେ ଟେକି ଫୋପାଡ଼ି ଦେବାରୁ ଘଟଣାସ୍ଥଳରେ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା।