Odisha Link
Bridging the Missing Links in Odisha

ଘାଟି ତଳକୁ ଖସିଲା ମିନି ବସ,୪ ମୃତ

କୋରାପୁଟ: ଘାଟି ତଳକୁ ଖସିଲା ମିନି ବସ୍‌ । ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଜଣ ଆହତ ହୋଇଛନ୍ତି। ଏହି ଦୁର୍ଘଟଣାଟି କୋରାପୁଟ-ଆନ୍ଧ୍ର ସୀମାନ୍ତ ଅନନ୍ତଗିରିରେ ଘାଟିରେ ଘଟିଛି।
ତେବେ ମୃତକଙ୍କ ମଧ୍ୟରେ ୨ ଜଣ ମହିଳା, ଜଣେ ପୁରୁଷ ଓ ଜଣେ ଶିଶୁ ଥିବା ସୂଚନା ମିଳିଛି ।

Comments are closed.