Odisha Link
Bridging the Missing Links in Odisha

ଆସନ୍ତା ୨୦ ଯାଏଁ ବର୍ଷା ଆଲର୍ଟ

ଭୁବନେଶ୍ୱର: ଆସନ୍ତା କାଲିଠାରୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନ ରହିଛି। ବର୍ଷା ଓ ଘଡ଼ଘଡ଼ି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସୁନ୍ଦରଗଡ, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ନୂଆପଡା, କେନ୍ଦୁଝର, ମୟୂରଭଞ୍ଜ, ବାଲୋଶ୍ୱର, ଅନୁଗୁଳ, ବଲାଙ୍ଗିର, ଭଦ୍ରକ, ଯାଜପୁର, କଟକ, ବୌଦ୍ଧ, କନ୍ଧମାଳ ଓ ବରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୯ ତାରିଖ ପାଇଁ ୧୨ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

Comments are closed.