Odisha Link
Bridging the Missing Links in Odisha
Daily Archives

February 17, 2021

ତୈଳ ଏବଂ ଗ୍ୟାସ ଭିତିଭୂମି ପାଇଁ…

ନୂଆଦିଲ୍ଲୀ: ଭାରତ ସରକାର ତୈଳ ଏବଂ ଗ୍ୟାସ ଭିତିଭୂମି ସୃଷ୍ଟି କରିବା ପାଇଁ ଆଗାମୀ ୫ ବର୍ଷ ମଧ୍ୟରେ ସାଢେ ୭ ଲକ୍ଷ ଟଙ୍କା ପୁଞ୍ଜିନିବେଶ କରିବାର ଯୋଜନା ରଖିଛନ୍ତି ବୋଲି ଆଜି ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ତାମିଲନାଡୁରେ ୩୨ ହଜାର ୭୦୦ କୋଟିର ତୈଳ ଓ ଗ୍ୟାସ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ…

ମିଛ ମାୟାଜାଲ ବୁଣି ରାଜ୍ୟବାସୀଙ୍କୁ…

ଭୁବନେଶ୍ବର: ବାଇ-ଲ ପ୍ରସଙ୍ଗକୁ ନେଇ ନିଜର ବକ୍ତବ୍ୟ ରଖିଛନ୍ତି ବିଜେଡ଼ି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ। ସିଧାସଳଖ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ଜବାବ ଦେଇ ସେ କହିଛନ୍ତି ଯେ, ମିଛ ମାୟାଜାଲ ବୁଣି ରାଜ୍ୟବାସୀଙ୍କୁ ବିଭ୍ରାନ୍ତ କରୁଛନ୍ତି ସାଂସଦ। ସେ ନିଜେ ଜଣେ ଆଇଏଏସ ଅଫିସର ନୁହଁନ୍ତି…

ସମଲେଇଙ୍କ ପାଇଁ ୨ ଶହ କୋଟି

ସମ୍ବଲପୁର: ମା ସମଲେଶ୍ଵରୀ ମନ୍ଦିରର ବିକାଶ ପାଇଁ ୨ ଶହ କୋଟି ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି ରାଜ୍ୟ ସରକାର। ଏ ନେଇ ଆଜି ୨୦୦ କୋଟିର ସମଲେଇ ଯୋଜନା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯୋଜନା ଅନୁଯାୟୀ ମନ୍ଦିରର ୪ ଦିଗରେ ୪ ସୁଦୃଶ୍ୟ ଐତିହ୍ୟ ଦ୍ଵାର ସହ କରିଡର ନିର୍ମାଣ କରାଯିବ।…

ବିଧାନସଭା ସାମ୍ନାରେ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ବର: ବିଧାନସଭା ସାମ୍ନାରେ ଜଣେ ବ୍ୟକ୍ତି ଆତ୍ମାହୁତି ଉଦ୍ୟମ କରିଛନ୍ତି। ହଂସପାଳ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଆତ୍ମାହୁତି ଉଦ୍ୟମ କରିଥିବା ସୂଚନା ମିଳିଛି । ପାରିବାରିକ କଳହ ଯୋଗୁଁ ବ୍ୟକ୍ତିଜଣକ ଅଭିଯୋଗ କରିଥିଲେ। ମଞ୍ଜେଶ୍ୱର ଥାନା ଅଭିଯୋଗ ପରେ କେହି ତାଙ୍କ କଥା ଶୁଣୁନଥିଲେ। କିଛି ଶୁଣୁନଥିବା…

ଶ୍ୱେତପତ୍ର ପ୍ରକାଶ କରୁ ପୋଲିସ: ସମୀର

ଭୁବନେଶ୍ୱର: ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ପ୍ରରୋଚନାରେ ଭାରତୀୟ ଜନତା ପାର୍ଟୀର ବରିଷ୍ଠ କାର୍ଯ୍ୟକର୍ତ୍ତା ତଥା କଟକ ଜିଲ୍ଲା ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଏବଂ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଛି। ଏହି ହତ୍ୟାକାଣ୍ଡରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ…

ଡାକ୍ତରଙ୍କୁ ୭୭ ଲକ୍ଷ ଠକେଇ

କଟକ: ରାଜ୍ୟରେ ଦିନକୁ ଦିନ ଅନଲାଇନ ଠକେଇ ବଢ଼ିବାରେ ଲାଗିଛି। ଏହି ଅନଲାଇନ ଠକେଇର ଆଜି ଜଣେ ଡ଼ାକ୍ତର ଶିକାର ହୋଇଛନ୍ତି। ଡାକ୍ତରଙ୍କୁ ୭୭ ଲକ୍ଷ ଟଙ୍କା ଚୂନା ଲଗାଇଛନ୍ତି ଅନଲାଇନ୍ ଠକ । ଅନଲାଇନ ଠକେଇର ଶିକାର ହୋଇଛନ୍ତି କଟକର ଜଣେ ଡାକ୍ତର। ପ୍ରକାଶ ଯେ, ୮ ଡିଜିଟ୍ ନମ୍ବରରୁ ଡାକ୍ତରଙ୍କୁ ଫୋନ୍ କଲ୍…

ପୋଷ୍ଟର ମାରିବା ଘଟଣା: ଗିରଫ ହେଲେ…

ଭୁବନେଶ୍ବର: ସାଂସଦ ଅପରାଜିତାଙ୍କ ନିଖୋଜ ପୋଷ୍ଟର ମରା ବିବାଦକୁ ନେଇ ଶେଷରେ ଗିରଫ ହୋଇଛନ୍ତି ତାଙ୍କ ବ୍ୟକ୍ତିଗତ ପିଏ। ବିଭିନ୍ନ ଆଳ ଦେଖାଇ ଗିରଫଦାରିକୁ ଏଡ଼ାଇ ଚାଲିଥିଲେ ଭୁବନେଶ୍ୱର ସାଂସଦଙ୍କ ପିଏ ଧନେଶ୍ୱର ବାରିକ। ହେଲେ ଆଜି ତାଙ୍କୁ ଗିରଫ କରିବା ପରେ କୋର୍ଟ ଚାଲାଣ କରିଛି ଲକ୍ଷ୍ମୀସାଗର ଥାନା…

ଏଥର ବିଧାନସଭା ଜଗିବେ ୩୦ ପ୍ଲାଟୁନ ଫୋର୍ସ

ଭୁବନେଶ୍ବର: ଆସନ୍ତାକାଲି ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ବିଧାନସଭା ସଦନର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ୍‌ କରିଛନ୍ତି ପୁଲିସ୍‌ ଡିଜି ଅଭୟ। ବିଧାନସଭା ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା ଯୋଗାଇବାକୁ ୩୦ ପ୍ଲାଟୁନ ଫୋର୍ସ ମୁତୟନ ‌ହେବେ ବୋଲି ସୂଚନା…

ସରିଲା ସର୍ବଦଳୀୟ ବୈଠକ, ଏଥର ରହିବ…

ଭୁବନେଶ୍ବର: କାଲିଠାରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ବାଚସ୍ପତି ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଶେଷ ହୋଇଛି। କାଲିଠାରୁ ଆରମ୍ଭ ହେବାକୁ ଥିବା ବଜେଟ୍ ଅଧିବେଶନକୁ କିଭଳି ପରିଚାଳନା କରାଯିବ ତାକୁ ନେଇ ଆଲୋଚନା କରାଯାଇଛି। ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ବାଚସ୍ପତି…

ସେଣ୍ଟର ଅଫ୍ ଏକ୍ସିଲେନ୍ସ ଅନ୍ ମେରାଇନ୍…

ନୂଆଦିଲ୍ଲୀ: ଅପାର ସମ୍ଭାବନାର ରାଜ୍ୟ ଓଡ଼ିଶାର ସମୁଦ୍ର କୂଳ ତଥା ପ୍ରାକୃତିକ ପରିବେଶ ସୁରକ୍ଷାର ସନ୍ତୁଳନକୁ ଆଖିରେ ରଖି ଗବେଷଣା ନିମନ୍ତେ ଭୁବନେଶ୍ୱର ସ୍ଥିତ ଲାଇଫ୍‌ ସାଇନ୍ସ ଇନଷ୍ଟିଚ୍ୟୁଟ୍ (ଆଇଏଲଏସ) ଠାରେ ସେଂଟର ଅଫ୍ ଏକ୍ସିଲେନ୍ସ ଅନ୍ ମେରାଇନ୍ ବାୟୋ- ଟେକ୍ନୋଲୋଜି ପ୍ରତିଷ୍ଠା କରିବା ଦିଗରେ…