Odisha Link
Bridging the Missing Links in Odisha
Daily Archives

February 20, 2021

କୋଭିଡ ଗାଇଡ଼ଲାଇନ ମାନିବାକୁ ଆହ୍ୱାନ ଦେଲେ…

ଭୁବନେଶ୍ବର: ମହାରାଷ୍ଟ୍ର ସମେତ ଅନ୍ୟ କିଛି ରାଜ୍ୟରେ କୋଭିଡ-୧୯ର ପ୍ରଭାବ ପୁଣି ଥରେ ଦେଖିବାକୁ ମିଳିଲାଣି। ତେଣୁ କୋଭିଡ ଗାଇଡ଼ଲାଇନକୁ କଡ଼ାକଡ଼ି ମାନିବାକୁ ହେବ। ଏଥିସହ ମାସ୍କ ପିନ୍ଧିବା, ସାମାଜିକ ଦୂରତା ମାନିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କୋଭିଡ ମହାମାରୀ ପ୍ରତି ଗାଁର ପ୍ରତି…

ଘାଟିରେ ଓଲଟିଲା ବସ୍

ବାଲିଗୁଡ଼ା: ଘାଟିରେ ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଛି ଯାତ୍ରୀ ବାହି ବସ୍। ଫଳରେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ପେତାରବାଡି ଘାଟିରେ ବସଟି ଓଲଟିପଡିଥିବା ସୂଚନା ମିଳିଛି। ଦାରିଙ୍ଗବାଡିରୁ ରାଣିପାଙ୍ଗା ଯିବା ବାଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗୁରୁତର ୭ ଜଣଙ୍କୁ ଉଦ୍ଧାର କରାଯାଇ ଦାରିଙ୍ଗବାଡି…

ଉଦ୍ଧାର ହେଲା ମା-ପୁଅଙ୍କ ଝୁଲନ୍ତା…

ରାୟଗଡ଼ା: ଛୋଟ ପୁଅ ସହ ମହିଳାଙ୍କ ଝୁଲନ୍ତା ଉଦ୍ଧାର କରାଯାଇଛି। ରାୟଗଡ଼ା ଜିଲ୍ଲା ଜେକେ ପେପର ଏସପିଟି କଲୋନୀ ଘର ଭିତରୁ ୨ ଜଣଙ୍କର ମୃତ ଦେହ ଉଦ୍ଧାର ହୋଇଛି । ଦୁଇ ଜଣଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନି। ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚିଛି…

ବଜେଟ୍ ପୂର୍ବରୁ ଆସିଲା ରାଜ୍ୟ ଅର୍ଥନୈତିକ…

ଭୁବନେଶ୍ବର: ରାଜ୍ୟ ବଜେଟ୍ ପୂର୍ବରୁ ଆସିଛି ଅର୍ଥନୈତିକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଯେଉଁଥିରେ ଜାତୀୟ ଆର୍ଥିକ ସଂକୋଚନଠାରୁ ଓଡିଶାର ସଂକୋଚନ ହାର କମ ରହିଥିବା ଆକଳନ କରାଯାଇଛି । ୨୦୨୦-୨୧ରେ ଜିଡିପି ଅଭିବୃଦ୍ଧି ହାର ମାଇନସ ୪.୯୨ ବୋଲି ଆକଳନ କରାଯାଇଛି। ଜାତୀୟ ଅଭିବୃଦ୍ଧି ହାର ମାଇନସ ୭.୭…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ…

ଭୁବନେଶ୍ବର: କୋଟିଆ ପ୍ରସଙ୍ଗକୁ ନେଇ ବିରୋଧୀ ଦଳର ନେତା ପ୍ରଦୀପ୍ତ ନାଏକ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ତୁରନ୍ତ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଏ ଘଟଣାକୁ ଅନୁଧ୍ୟାନ କରିବା ସହିତ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରିବାକୁ ବିରୋଧୀ ଦଳର ନେତା ଚିଠିରେ ଉଲ୍ଲେଖ କରିଛନ୍ତି। ପ୍ରଦୀପ୍ତ…

କଡ଼ାକଡ଼ି ହେବ କଟକଣା: ଡିସିପି

ଭୁବନେଶ୍ବର: କରୋନା ପାଇଁ ଭୁବନେଶ୍ବରରେ କଡ଼ାକଡ଼ି ହେବ କୋଭିଡ଼ ନିୟମ। ମାସ୍କ ଓ ସାମଜିକ ଦୂରତା ଚେକିଂ ବି କଡ଼ାକଡ଼ି କରାଯିବ। ଏହା ସହିତ ଗୋଟିଏ ଜାଗାରେ ଅଧିକ ଲୋକଙ୍କୁ ଏକାଠି ହେବାକୁ ଦିଆଯିବ ନାହିଁ। କମିଶନରେଟ ପୋଲିସର ଏନଫୋର୍ସମେଣ୍ଟ ଟିମ୍‌ ନଜର ରଖିବ। ଅମାନିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ…

ବିଧାନସଭା: ମନ୍ତ୍ରୀଙ୍କ ଉତ୍ତର କପି…

ଭୁୁବନେଶ୍ବର: ବଜେଟ ଅଧିବେଶନର ଆଜି ତୃତୀୟ ଦିନ। ମାତ୍ର ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ଦେଖାଦେଇଛି। ବାରମ୍ବାର ମୁଲତବି ସତ୍ତ୍ବେ ଅପରାହ୍ନରେ ବିଧାନସଭା ଅଧିବେଶନରେ ପୁଣି ହୋହଲ୍ଲା ହୋଇଥିଲା। ଯୋଗାଣ ମନ୍ତ୍ରୀଙ୍କ ଉତ୍ତରରେ ଅସନ୍ତୋଷ ପ୍ରକାଶ କରିଛନ୍ତି ବିଜେପି ବିଧାୟକ। ମନ୍ତ୍ରୀଙ୍କ ଉତ୍ତର କପିକୁ…

ଚତୁର୍ଥୀରେ ନବବଧୂଙ୍କ ମୃତ୍ୟୁ

ଢ଼େଙ୍କାନାଳ: ଚତୁର୍ଥୀ ଦିନ ସକାଳେ ଝୁଲି ପଡ଼ିଲେ ନବବଧୂ। ଏମିତି ଏକ ଘଟଣା ଘଟିଛି ଢେଙ୍କାନାଳ ସଦର ଥାନା ଅଞ୍ଚଳରେ। ଗତ ୧୭ ତାରିଖରେ ସଦର ଥାନା ଅନ୍ତର୍ଗତ ବିଦ୍ୟାବନ୍ଧ ଗାଁର ମଦନମୋହନ ନାୟକଙ୍କର ବାହାଘର ହୋଇଥିଲା। ସେ ହିନ୍ଦୋଳ କଲଣ୍ଡା ଗାଁର ଝରଣା ନାୟକଙ୍କୁ ବିବାହ କରିଥିଲେ। ବିବାହ ବୈଦିକ…

ସଂରକ୍ଷଣ ନକଲେ ଇତିହାସ କ୍ଷମାଦେବନି:…

ଭୁବନେଶ୍ବର: ଆଜି ନୀତି ଆୟୋଗର ଷଷ୍ଠ ବୈଠକରେ ଯୋଗଦେଇ ଖୁବ କଡ଼ାକଥା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିର୍ବାଚିତ ସରକାରଙ୍କ ପ୍ରତ୍ୟେକ କାମକୁ ରାଜନୈତିକ ଦୃଷ୍ଟିକୋଣରୁ ଦେଖାଯାଉଛି। ଏହା ଦେଶର ଉନ୍ନତି ଓ ବିକାଶ କାମରେ ବଡ଼ ବାଧକ। ଏଥିସହ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗଣତନ୍ତ୍ରରେ ନିର୍ବାଚନର…

କିଟ୍‍ ବିଶ୍ୱବିଦ୍ୟାଳୟରେ ଇଣ୍ଡିଆନ୍…

ଭୁବନେଶ୍ବର: ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଲ'ର ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଆଜି କିଟ୍‍ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସୁପ୍ରିମ୍‍କୋର୍ଟ ବିଚାରପତି ଜଷ୍ଟିସ୍‍ ଉଦୟ ଉମେଶ ଲଳିତ, ଜଷ୍ଟିସ୍‍ ଭୂଷଣ ରାମକ୍ରିଷ୍ଣା ଗଭାଇ, ଜଷ୍ଟିସ୍‍ ଭି ରାମସୁବ୍ରମଣ୍ୟମ୍‍,…