Odisha Link
Bridging the Missing Links in Odisha

ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର। ପେଟ୍ରୋଲ ଲିଟର ପିଛା ୨୫ ପଇସା ଓ ଡିଜେଲ ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଛି ।

ଭୁବନେଶ୍ୱରରେ ପେଟ୍ରୋଲ ୩୫ ପଇସା ଓ ଡିଜେଲ ୪୩ ପଇସା ବୃଦ୍ଧି ପାଇଛି । ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୯୧.୬୪ ଟଙ୍କା ଓ ଡିଜେଲ ଲିଟର ୮୮.୬୬ ଟଙ୍କା ରହିଛି ।

ଦିଲ୍ଲୀରେ ପେଟ୍ରୋଲ ୩୫ ପଇସା ଓ ଡିଜେଲ ୩୫ ପଇସା ବୃଦ୍ଧି ପାଇଛି । ଦିଲ୍ଲୀରେ ୧୫ ଦିନ ମଧ୍ୟରେ ତୈଳ ଦର ୩ ଟଙ୍କା ୯୮ ପଇସା ବଢ଼ିଛି।

Comments are closed.