Odisha Link
Bridging the Missing Links in Odisha

ଦେଶରେ ଆଖି ବୁଜିଲେ ଆଉ ୧୩୮ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୩୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୭୦୫କୁ ବୃଦ୍ଧି ପାଇଛି। ଦିନକରେ ୧୬ ହଜାର ୭୩୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୪୬ ହଜାର ୯୧୪ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୧ ହଜାର ୭୦୮ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୭ ଲକ୍ଷ ୩୮ ହଜାର ୫୦୧ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Comments are closed.