Odisha Link
Bridging the Missing Links in Odisha

ଏଏନମ୍‌ଙ୍କୁ ଯୋଗ୍ୟତା ଭିତ୍ତିରେ ଦିଆଯିବ ନିଯୁକ୍ତି

ଭୁବନେଶ୍ବର: ଆନ୍ଦୋଳନରତ ଏଏନମ୍‌ଙ୍କୁ ଯୋଗ୍ୟତା ଭିତ୍ତିରେ ଦିଆଯିବ ନିଯୁକ୍ତି । ଏ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଆନ୍ଦୋଳନରତ ଏଏନ୍‌ଏମ୍‌ ପ୍ରସଙ୍ଗରେ ଗୃହରେ କହିଛନ୍ତି।

କୋଭିଡ୍ ସମୟରେ କାର୍ଯ୍ୟ କରିଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ପ୍ରାଥମିକତା ଦିଆଯିବ। କୋଭିଡ୍‌ ସମୟରେ ଏଏନ୍‌ଏମ୍‌ଙ୍କୁ ସର୍ତ୍ତ ମୂଳକ ନିଯୁକ୍ତି ଦିଆଯାଇଥିଲା। ୧୦୯୯ ଖାଲି ପଡିଥିବା ପଦବୀ​‌ରେ ଏଏନ୍‌ଏମ୍‌ଙ୍କୁ ନିଯୁକ୍ତି ଦିଆଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନିଜ ବିବୃତ୍ତିରେ କହିଛନ୍ତି।

Comments are closed.