Odisha Link
Bridging the Missing Links in Odisha

ରେଳ ଷ୍ଟେସନରେ ହେବ ସ୍କ୍ରିନିଂ ସେଣ୍ଟର

ଭୁବନେଶ୍ୱର:  ରେଳ ଷ୍ଟେସନରେ ସ୍କ୍ରିନିଂ ସେଣ୍ଟର ଖୋଲାଯିବ । ଭୁବନେଶ୍ୱର ରେଳ ଷ୍ଟେସନରେ ୩ରୁ ୪ଟି ସ୍କ୍ରିନିଂ ସେଣ୍ଟର ହେବ ।

ରାଜ୍ୟ ଗୁଡ଼ିକ ହେଲା ମହାରାଷ୍ଟ୍ର, କେରଳ, ତେଲେଙ୍ଗାନା, ଛତିଶଗଡ଼, ପଶ୍ଚିମବଙ୍ଗ, ପଞ୍ଜାବ, ଦିଲ୍ଲୀ, ଚଣ୍ଡୀଗଡ଼, ମଧ୍ୟପ୍ରଦେଶ, ତାମିଲନାଡୁ, କର୍ଣ୍ଣାଟକ ଓ ଆନ୍ଧ୍ର ପ୍ରଦେଶ ଲକ୍ଷଣ ଆସିଲେ ଷ୍ଟେସନରେ ଆଣ୍ଟିଜେନ୍ ଟେଷ୍ଟ ହେବ ।

୧୨ଟି ରାଜ୍ୟରୁ ଆସୁଥିବା ଯାତ୍ରୀଙ୍କ ସ୍କ୍ରିନିଂକୁ ବାଧ୍ୟତାମୂଳକ କରାଯାଇଛି। ଷ୍ଟେସର ପ୍ରବେଶ ଓ ପ୍ରସ୍ଥାନ ଦ୍ୱାରରେ ରହିବ ସ୍କ୍ରିନିଂ ସେଣ୍ଟର । ଏନେଇ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି ।

Comments are closed.