Odisha Link
Bridging the Missing Links in Odisha
Monthly Archives

February 2021

ବାରଣାସୀ ପ୍ରକଳ୍ପର ଅଗ୍ରଗତି ନେଇ…

ଉତ୍ତରପ୍ରଦେଶ: ଦୁଇଦିନିଆ ବାରଣାସୀ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଖିଡକିଆ ଘାଟ ଠାରେ ଗେଲ୍ ଇଣ୍ଡିଆ ଏବଂ ଇଣ୍ଡିଆନ ଅଏଲର ସିଏନଜି ବୋଟ୍‌ ରୂପାନ୍ତର ପ୍ରକଳ୍ପ ଏବଂ ଘାଟର ପୁର୍ନବିକାଶ ପ୍ରକଳ୍ପ ଅନ୍ତର୍ଗତ ସିଏନ୍‌ଜି ବିତରଣ ଷ୍ଟେସନର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ଏହି…

ମଞ୍ଚ କଳାକାରଙ୍କୁ ମିଳିଲା ଅନୁମତି, ୨…

ଭୁବନେଶ୍ବର: ମାହାରାଷ୍ଟ୍ର ସମେତ ୫ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ଚିନ୍ତାର କାରଣ ପାଲଟିଥିବା ବେଳେ ରାଜ୍ୟ ସରକାର ମାର୍ଚ୍ଚ ମାସ ପାଇଁ ଗାଇଡଲାଇନ ଜାରି କରିଛନ୍ତି। ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ଗାଇଡଲାଇନରେ ୨୦୦୦ ଲୋକଙ୍କୁ ନେଇ ଯାତ୍ରାର ଆୟୋଜନ…

କରୋନା: ମାର୍ଚ୍ଚ ମାସ ପାଇଁ ଗାଇଡଲାଇନ‌…

ଭୁବନେଶ୍ବର: ମାର୍ଚ୍ଚ ପାଇଁ କରୋନା ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସରକାର। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି କଟକଣା ଜାରି କରିଛନ୍ତି ରାଜ୍ୟ ସରକାର। ସେପଟେ ଯାତ୍ରା, ମକ୍ତାକାଶ ଥିଏଟର ନେଇ ସ୍ଥାନୀୟ ପ୍ରଶାସନ ନିଷ୍ପତ୍ତି ନେବ। ସର୍ବାଧିକ ୨ ହଜାର ଲୋକଙ୍କୁ ନେଇ କରିପାରିବ ଯାତ୍ରା। କରୋନା…

ନକଲି ବିଦେଶୀ ମଦ କାରଖାନା ଠାବ

ବ୍ରହ୍ମପୁର:  ନକଲି ବିଦେଶୀ ମଦ କାରଖାନ ଠାବ। ଏମିତି ଏକ ଘଟଣା ଦେଖିବାକୁ ମିଳଛି ଗଞ୍ଜାମ ଜିଲ୍ଲରେ। ଅବକାରୀ ଗୁଇନ୍ଦା ବିଭାଗ ଚଢ଼ଉ କରି ଶତାଧିକ ପେଟି ମଦ ବୋତଲ ଠାବ କରିଛି। ଯାହାର ଆନୁମାନିକ ମୂଲ୍ୟ ଲକ୍ଷେ ଟଙ୍କାରୁ ଅଧିକ ହେବ। ବଡ଼ବଜାର ଥାନା ଅନ୍ତର୍ଗତ ହରିଡ଼ାଖଣ୍ଡି ତୃପ୍ତି ନଗର ୨ୟ ଲାଇନରେ…

ଶିଶୁମାନଙ୍କ କ୍ଷେତ୍ରରେ ହେପାଟାଇଟିସ୍…

ଭୁବନେଶ୍ୱର: ଶିଶୁମାନଙ୍କ କ୍ଷେତ୍ରରେ ଉପୁଜୁଥିବା ଫ୍ୟାଟି ଲିଭର ରୋଗର କାରଣ, ସମସ୍ୟା ଓ ନିରାକରଣ ସମ୍ପର୍କିତ ଏକ କନ୍‌ଟିନ୍ୟୁଇଙ୍ଗ୍ ମେଡିକାଲ୍ ଏଜୁକେସନ୍ (ସିଏମ୍‌ଇ) କାର୍ଯ୍ୟକ୍ରମ ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍…

ଧାନ କିଣା ନଯିବାରୁ ବିଷ ପିଇଲେ ଚାଷୀ

ଭଦ୍ରକ: ଧାନ କିଣା ନଯିବାରୁ ଚାଷୀ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଟୋକନ ଥିବା ସତ୍ୱେ ଏସଏଚଜି ଧାନ ନକିଣିବାରୁ ଚାଷୀ ଜଣକ ଏମିତି ପଦକ୍ଷେପ ନେଇଥିବା ଜଣାପଡ଼ିଛି । ଆଜି ଏପରି ଘଟଣା ଭଦ୍ରକ ଜିଲ୍ଲାରେ ଘଟିଛି। ବନ୍ଧଗାଁ ପଞ୍ଚାୟତର ରାମକୃଷ୍ଣ ପଣ୍ଡା। ବାତ୍ୟା, ବନ୍ୟା ଓ ମରୁଡି ସତ୍ତ୍ୱେ ୨୦୦…

ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ଯୋଜନା ଉପରେ ସଂକଳ୍ପ ପ୍ରସ୍ତାବ ଆଣିବା ପରେ ତାହା ସର୍ବସମ୍ମତିକ୍ରମେ ପାରିତ ହୋଇଛି। ଏହି ସଂକଳ୍ପ ପ୍ରସ୍ତାବ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଶ୍ରୀମନ୍ଦିରର ନିରାପତ୍ତା, ଭକ୍ତଙ୍କ ନିରାପତ୍ତା, ଭକ୍ତଙ୍କ…

ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ

ଚୌଦ୍ବାର : କଟକ ଚୌଦ୍ବାର ସ୍ଥିତ ଚାରବାଟିଆ ଏଆରସିରେ ଅଗ୍ନିକାଣ୍ଡ। ନିଆଁ ଲିଭାରେ ୬ଟି ଦମକଳ ଗାଡି ନିୟୋଜିତ କରାଯାଇଛି। କଟକ, ଚୌଦ୍ବାର ଓ ଏଆରସିର ଦମକଳ ବାହିନୀ କର୍ମଚାରୀ କାର୍ଯ୍ୟରେ ଲାଗିଛନ୍ତି । ସ୍ଥାନୀୟ ବାସିନ୍ଦାଙ୍କ କହିବା ଅନୁସାରେ ଦୀର୍ଘ ସମୟ ଧରି ନିଆଁ ଲାଗିଛି । ବର୍ତ୍ତମାନ ସୁଦ୍ଧା…

ରାଜ୍ୟରେ ଖୋଲାଯିବ ୩୦ଟି ସାଇନ୍ସ ପାର୍କ

ଭୁବନେଶ୍ୱର: ରାଜ୍ୟରେ ମୋଟ ୩୦ ଟି ସାଇନ୍ସ ପାର୍କ କରାଯିବା। ପ୍ରଥମ ପର୍ଯ୍ୟାୟରେ ୧୦ ଟି ଏବଂ ଦ୍ଵିତୀୟ ପର୍ଯ୍ୟାୟରେ ଆଉ ୧୦ ଟି ସାଇନ୍ସ ପାର୍କ ଖୋଲିବା ନେଇ ଗୃହରେ ଉତ୍ତର ରଖିଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା। ଏହାସହ ଭୁବନେଶ୍ୱର ଗୋଟିଏ ସାଇନ୍ସ ପାର୍କ ରହିଛି। ଏହାସହ ୪ଟି ସ୍ଥାନରେ ସାଇନ୍ସ ପାର୍କ କରିବା…

ଭୁବନେଶ୍ୱରର ୨୨ଟି ହସ୍ପିଟାଲରେ ଟିକାକରଣ…

ଭୁବନେଶ୍ୱର : ଭୁବନେଶ୍ୱରର ୨୨ଟି ହସ୍ପିଟାଲରେ ଦିଆଯିବ ଟିକା । ଏହା ବିଏମସି କମିଶନର ସୂଚନା ଦେଇଛନ୍ତି । ମାର୍ଚ୍ଚ ୧ରୁ ବୟସ୍କ ଏବଂ ବହୁବିଧ ରୋଗାକ୍ରାନ୍ତଙ୍କୁ ଟିକା ଦିଆଯିବ। ୨୦ ପ୍ରକାର ରୋଗରେ ଆକ୍ରାନ୍ତ ୪୫ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ ପ୍ରଥମେ ମିଳିବ ଟିକା। ସମ୍, କିମ୍ସ, କଳିଙ୍ଗ, ବ୍ଲ ହ୍ୱିଲ୍,…