Odisha Link
Bridging the Missing Links in Odisha
Daily Archives

March 1, 2021

ରାଜ୍ୟରେ କରୋନା: ୮୬ କରୋନା ପଜିଟିଭ୍…

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୨୭୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।…

କୋଭିଡ୍ ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ…

ଭୁବନେଶ୍ବର: ଆଜି କୋଭିଡ୍‌ ପ୍ରତିଷେଧକ ଟିକା “କୋଭାକ୍ସିନ୍” ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତେବେ ନବୀନ ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। ପରେ ସେ ଦ୍ବିତୀୟ ଡୋଜ୍ ନେବେ ବୋଲି ଜଣାପଡିଛି। ବିଧାନସଭା ପରିସରରେ ଥିବା ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ଟିକା ନେଇଥିବା ଜଣାପଡିଛି। ତେବେ ମାର୍ଚ୍ଚ…

ଭିସୁଟ୍‌ର ଅଫ୍‌ ଲାଇନ ପରୀକ୍ଷା ସ୍ଥଗିତ

ବୁର୍ଲା: କରୋନା ସଂକ୍ରମଣ କାରଣରୁ ବୁର୍ଲା ଭିସୁଟ୍‌ରେ ହେବାକୁ ଥିବା ଅଫଲାଇନ୍ ପରୀକ୍ଷାକୁ ସ୍ଥଗିତ କରାଯାଇଛି । ଏନେଇ ନୋଟିସ ଜାରି କରିଛନ୍ତି ଭିସୁଟ୍ କୁଳପତି। ଅଚାନକ୍ ସଂକ୍ରମଣ ବୃଦ୍ଧି ପରେ, ବିଶ୍ୱବିଦ୍ୟାଳୟକୁ ଅନ୍ୟାଦେଶ ପର୍ଯ୍ୟନ୍ତ ବନ୍ଦ କରାଯିବା ସହିତ ଭିସୁଟ୍ ଅଞ୍ଚଳକୁ ସଟଡାଉନ ଘୋଷଣା…

ଆମ୍ବୁଲାନ୍ସରୁ ଡେଇଁଲେ ରୋଗୀର ମା’

ଭଦ୍ରକ: ଗୁରୁତର ରୋଗୀକୁ ଭଦ୍ରକରୁ କଟକ ନେଇ ଯାଉଥିଲା ଆମ୍ବୁଲାନ୍ସ। ହଠାତ୍ ଆମ୍ବୁଲାନ୍ସରୁ ଡେଇଁ ପଡ଼ିଲେ ରୋଗୀର ମା’। ଏହା ଦେଖି ସ୍ଥାନୀୟ ଲୋକମାନେ ଆମ୍ବୁଲାନ୍ସର ୩ କର୍ମଚାରୀଙ୍କୁ ଅଟକ ରଖି ପୁଲିସ୍‌ ଜିମା ଦେଇଥିଲେ। ଏହି ଘଟଣାଟି ଗତକାଲି ବିଳମ୍ବିତ ରାତିରେ ଭଦ୍ରକରେ ଘଟିଛି। ପ୍ରକାଶ ଯେ, ଭଦ୍ରକ…

ଶ୍ରୀମନ୍ଦିର ବିକାଶ ପାଇଁ ୧ ଲକ୍ଷ ଟଙ୍କା…

ପୁରୀ: ଶ୍ରୀମନ୍ଦିରର ବିକାଶ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଶ୍ରୀମନ୍ଦିର ପ୍ରଶାସନକୁ ବ୍ୟକ୍ତିଗତ ଭାବରେ ନିଜ ଦରମାରୁ ୧ ଲକ୍ଷ ଟଙ୍କା ସହଯୋଗ ରାଶି ପ୍ରଦାନ କରିଛନ୍ତି । ଏହି ଅବସରରେ ସମଗ୍ର ହିନ୍ଦୁ ସମାଜ ବିଶେଷ ଭାବରେ ଓଡିଶାବାସୀଙ୍କୁ ପୁରୀ ତଥା ଶ୍ରୀମନ୍ଦିର ବିକାଶ ପାଇଁ…

ଆଜିଠୁ ସକାଳୁଆ ସ୍କୁଲ, ଦିନ ୧ଟା ଯାଏଁ…

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଲା ସକାଳୁଆ ସ୍କୁଲ। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ ଆରମ୍ଭ କରାଯାଇଛି। ପାଠପଢ଼ା ସକାଳ ୭ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ। ନବମ, ଏକାଦଶ ୭ଟାରୁ ୯ଟା ପର୍ଯ୍ୟନ୍ତ ଓ ଦଶମ, ଦ୍ୱାଦଶ ୯ଟାରୁ ୧ଟା ପର୍ଯ୍ୟନ୍ତ କ୍ଲାସ ଚାଲିବ ବୋଲି କୁହାଯାଇଛି।…

କୋଭିଡ୍‌ ଟିକା ନେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି କୋଭିଡ୍‌ ପ୍ରତିଷେଧକ ଟିକା "କୋଭାକ୍ସିନ୍" ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ। ମୋଦି ଆଜି ସକାଳେ ଦିଲ୍ଲୀର ଏମ୍ସ ପରିସରରେ କୋଭାକ୍ସିନ୍‌ର ପ୍ରଥମ ଡୋଜ୍‌ ଗ୍ରହଣ କରିଛନ୍ତି। କୋଭିଡ୍‌-୧୯ ବିରୋଧରେ ବିଶ୍ବର ଲଢ଼େଇରେ…

ଆଜି ବାହାହେବେ ଓଲିଉଡ଼ର ସୁପରହିଟ୍‌ ଯୋଡ଼ି…

ଭୁବନେଶ୍ବର: ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ଓଲିଉଡ଼ର ଚର୍ଚ୍ଚିତ ଯୋଡ଼ି ସବ୍ୟସାଚୀ-ଅର୍ଚ୍ଚିତା। ବିବାହ ନେଇ ସୋସିଆଲ ମିଡ଼ିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି ଉଭୟ ସବ୍ୟସାଚୀ ଏବଂ ଅର୍ଚ୍ଚିତା ।ନୂଆ ସମ୍ପର୍କ ଆରମ୍ଭ କରୁଥିବାରୁ ପ୍ରଭୁ ଜଗନ୍ନାଥଙ୍କ ସହ ଓଡ଼ିଶାବାସୀଙ୍କ ଆଶୀର୍ବାଦ ଲୋଡ଼ିଛନ୍ତି…

ପ୍ରେମ୍‌ ଆନନ୍ଦଙ୍କ ସଙ୍ଗୀତରେ ଓଡ଼ିଆ ଗୀତ…

ଭୁବନେଶ୍ବର: ଓଡ଼ିଆ ଗୀତ ଗାଇଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ଏଠି ସେଠି କିମ୍ବା ସଉକ ପାଇଁ ନୁହେଁ, ଷ୍ଟୁଡିଓରେ ବିଧିବଦ୍ଧ ଭାବେ ଏକ ଓଡ଼ିଆ ଗୀତର ରେକର୍ଡିଂ କରିଛନ୍ତି ରାଜ୍ୟପାଳ। ତାହା ପୁଣି ଜଣେ ପେସାଦାର କଣ୍ଠଶିଳ୍ପୀଙ୍କ ଭଳି। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏ ମାଟି ଓଡ଼ିଶା… ଏ ଜାତି…